ମାଓବାଦୀଙ୍କ ବର୍ବରତା, ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୧୫।୮: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ ମୃତ ଛାତ୍ରଙ୍କ ବଡ ଭାଇଙ୍କୁ ମଧ୍ୟ ମାଓବାଦୀମାନେ ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିଥିଲେ । ମୃତକ ସୁକୁମା ଜିଲାର ଜାଗରକୋଣ୍ଡା ଥାନା ପୂବର୍ତ୍ତୀ ଗାଁର ଦଶମ ଶ୍ରେଣୀ ଛାତ୍ର ସୋୟାମ ଶଙ୍କର । ପୋଲିସର ସୂଚନା ଦାତା ବୋଲି ଅଭିଯୋଗ କରି ମାଓବାଦୀ ଅତି ନିର୍ମମ ଭାବେ ତାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ।

ସପ୍ତାହ ପୂର୍ବରୁ ମାଓବାଦୀ ମାନେ ଶଙ୍କରଙ୍କ ଭାଇ ସୋୟାମ ଦୁର୍ଭାକୁ ଗାଁରେ ଗୋଡ଼ାଇ ବାଡ଼ିରେ ପିଟି ପିଟି ହତ୍ୟା କରିଥିଲେ । ଘଟଣାକୁ ନେଇ ସୁକୁମା ଏସପି କିରଣ ଚୌହାନ କହିଛନ୍ତି ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ସେମାନଙ୍କୁ ହତ୍ୟା କରିଛନ୍ତି । ହେଲେ ସେମାନେ ପ୍ରକୃତରେ ପୋଲିସ ଇନଫର୍ମର ନ ଥିଲେ ବରଂ ଗାଁ ର ସାଧାରଣ ଆଦିବାସୀ ଥିଲେ। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର ହୋଇଥିବା ନେଇ ସୂଚନା ଦେଇଛନ୍ତି ସୁକୁମା ଏସପି ।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri