ଶ୍ରୀଦେବୀଙ୍କ ମୃତ୍ୟୁ ଖବର ଶୁଣି ଭୋ ଭୋ ହୋଇ କାନ୍ଦିଥିଲେ ଏହି ଲୋକପ୍ରିୟ ରାଜନେତା

ରାଜ୍ୟସଭା ସଦସ୍ୟ ଅମର ସିଂଙ୍କ ୬୪ ବର୍ଷ ବୟସରେ ଗତ ଶନିବାର ନିଧନ ଘଟିଛି। ବଲିଉଡ୍‌ କାଳାକାରଙ୍କ ସହ ତାଙ୍କ ସମ୍ପର୍କ ବେଶ୍‌ ଭଲ ଥିଲା। ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ଏବଂ ତାଙ୍କ ସ୍ବାମୀଙ୍କ ସହ ଅମର ସିଂଙ୍କ ଦୃଢ ସମ୍ପର୍କ ଥିଲା। ଏହି କାରଣରୁ ଶ୍ରୀଦେବୀଙ୍କ ମୃତ୍ୟୁ ଖବର ଶୁଣି ଅମର ଭୋ ଭୋ ହୋଇ କାନ୍ଦିଥିଲେ। କହିଥିଲେ ମୁଁ ଯଦି ଦୁବାଇରେ ଥାନ୍ତି ଏମିତି ଦୁର୍ଘଟଣା ଘଟି ନ ଥାନ୍ତା। ଶ୍ରୀଦେବୀ ମୃତ୍ୟୁ ଖବର ପ୍ରଥମେ ଅମର ସିଂ ଦେଇଥିଲେ ବୋନି କପୁର। ଶ୍ରୀଦେବୀ ଏବଂ ଅମରଙ୍କ ମଧ୍ୟରେ ଭଲ ବନ୍ଧୁତା ଥିଲେ। ଥରେ ସେ ଅଡି ବସିଥିଲେ ଯଦି ଅମର ମୋ ଫିଲ୍ମ ନ ଦେଖିବ ତେବେ ତାହା ରିଲିଜ୍‌ ହେବ ନାହିଁ। ୨୦୧୮, ଫେବୃୟାରୀ ୨୪ରେ ବାଥ୍‌ଟବ୍‌ରେ ବଡି ଶ୍ରୀଦେବୀଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଭିନେତ୍ରୀଙ୍କୁ ସରକାରୀ ଅଫିସର କରିବାକୁ ଚାହୁଁଥିଲେ ବାପା

‘ସିଟି ଲାଇଟ୍‌ସ୍‌’, ‘ଲଭ୍‌ ଗେମ୍‌ସ’ ପରି ଫିଲ୍ମରେ ଅଭିନୟ କରିସାରିଥିବା ଅଭିନେତ୍ରୀ ପତ୍ରଲେଖା ଫେବୃୟାରୀ ୨୦ରେ ନିଜର ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ମେଘାଳୟର ଶିଲଂରେ...

ଝିଅର ଲଭ୍‌ଷ୍ଟୋରୀକୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ

ନିକଟରେ ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର କ୍ରିକେଟର୍‌ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରିଥିଲେ। ରାହୁଲଙ୍କ...

ହରିୟାଣା ଲୋକଙ୍କୁ ଘରେ ରହିବାକୁ ରାଜି କରାଇବେ ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ

ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କୁ ଘରେ ରହିବା ପାଇଁ ମନାଇବେ ବଲିଉଡ୍‌ ଅଭିିନେତ୍ରୀ ତଥା ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ ଛିଲ୍ଲର। ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ...

ପ୍ରେମରେ ପଡ଼ିଲେ କି ସଲମାନ, ସତ କହିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରେମ ବ୍ୟାପାରରେ ଦବଙ୍ଗ ଖାନ୍‌ ସଲମାନଙ୍କ କନେକ୍ସନ ବହୁତ ଗଭୀର। ସବୁବେଳେ ପ୍ରେମ ଖବରକୁ ନେଇ ସେ ଚର୍ଚ୍ଚାରେ ରହିଥାନ୍ତି। ମାତ୍ର ନିଜକୁ ସବୁବେଳେ...

ଚଣ୍ଡିଗଡ଼ ରାସ୍ତାରେ ରୋମାନ୍ସ କରିବା ଅଭିନେତାଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା ଶୁଟିଂ ସମୟରେ ରୋମାନ୍ସ କରିବା ପଡ଼ିଥିଲା ମହଙ୍ଗା। କାରଣ ତାଙ୍କୁ ପୋଲିସ ଜେରାର ସମ୍ମୁଖୀନ ହେବାକୁ ପଡ଼ିଛି। କଥାଟି...

ସାମ୍ନାକୁ ଆସିଲା ଶ୍ରୀଦେବୀଙ୍କ ମୃତ୍ୟୁର ଅସଲ କାରଣ

ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ବାଥ୍‌ଟବ୍‌ରେ ବୁଡ଼ି ପ୍ରାଣ ହରାଇଥିବା ଘଟଣାକୁ ତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନ ଥିଲେ। ଏନେଇ ସେତେବେଳେ ନାନା...

‘ପଠାନ’ର ପ୍ରଥମ ଗୀତ ରିଲିଜ୍‌ 

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ ଆସନ୍ତା ଜାନୁୟାରୀରେ ହେବାକୁ ଯାଉଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେତ ଉତ୍ସାହିିତର...

କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଥିଲେ ଇର୍ଫାନ !

ମୁମ୍ବାଇ: ବଲିଉଡ୍‌ର ନାମୀଦାମୀ କଳାକାର ଭିତରେ ଇର୍ଫାନ ଖାଁଙ୍କ ନାଁ ଥିଲା ଅନ୍ୟତମ। ଏପ୍ରିଏ ୨୯, ୨୦୨୦ରେ ତାଙ୍କର ପରଲୋକ ହୋଇଥିଲେ ମଧ୍ୟ ଏବେବି ସେ...

Advertisement
Archives

Model This Week