Posted inଜାତୀୟ

ଲାଠିଚାର୍ଜର ଆଦେଶ ଦେଇ ନ ଥିଲେ ଦେବେନ୍ଦ୍ର ଫଡନ୍‌ଭିସ, ଆରଟିଆଇ କଲା ଖୁଲାସା

ମୁମ୍ବାଇ,୨୦।୧୧: ନିକଟରେ ମରାଠା ସଂରକ୍ଷଣ ଦାବି କରୁଥିବା ବିକ୍ଷୋଭକାରୀଙ୍କୁ ମହାରାଷ୍ଟ୍ରର ଜାଲନାରେ ଲାଠିଚାର୍ଜ କରାଯାଇଥିଲା। ଏହି ବିଷୟରେ ଏକ ନୂତନ ପ୍ରକାଶ ଆସିଛି । ଏହି ମାମଲାରେ ଦାଖଲ ହୋଇଥିବା ଆରଟିଆଇ ପକ୍ଷରୁ ପ୍ରକାଶ ଯେ, ବିକ୍ଷୋଭକାରୀଙ୍କ ଉପରେ ଲାଠିଚାର୍ଜର ଆଦେଶ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଦେଇ ନ ଥିଲେ। ଦେବେନ୍ଦ୍ର ଫଡନ୍‌ଭିସ ମଧ୍ୟ ମହାରାଷ୍ଟ୍ରର ଗୃହ ମନ୍ତ୍ରଣାଳୟ ପରିଚାଳନା କରୁଛନ୍ତି। ତେଣୁ ବିରୋଧୀଙ୍କଠାରୁ ଏହି ପ୍ରଶ୍ନ ବାରମ୍ବାର ଉଠୁଥିଲା କି ତାଙ୍କ ଆଦେଶ ବିନା ଲାଠିଚାର୍ଜ କରାଯାଇପାରିବ ନାହିଁ।

ତେବେ, ବର୍ତ୍ତମାନ ଏହି ପ୍ରଶ୍ନର ଉତ୍ତର ସାମ୍ନାକୁ ଆସିଛି। ଆରଟିଆଇ ଅଧୀନରେ ମିଳିଥିବା ସୂଚନା ଅନୁଯାୟୀ, ଦେବେନ୍ଦ୍ର ଫଡନ୍‌ଭିସ ଲାଠିଚାର୍ଜ ଆଦେଶ ଦେଇନଥିଲେ। ପ୍ରକୃତରେ, ମହାରାଷ୍ଟ୍ରର କାର୍ଯ୍ୟକର୍ତ୍ତା ଆଶାରାମ ଡୋଗରେ ଆରଟିଆଇ ଅଧୀନରେ ମହାରାଷ୍ଟ୍ର ପୋଲିସଠାରୁ ସୂଚନା ମାଗିଥିଲେ କି ଦେବେନ୍ଦ୍ର ଫଡନ୍‌ଭିସଙ୍କ ନିର୍ଦ୍ଦେଶ ପରେ ଏହି ଲାଠିଚାର୍ଜ ହୋଇଛି କି? ଆରଟିଆଇର ଜବାବରେ ପୋଲିସ କାର୍ଯ୍ୟାଳୟର ଜାଲନା ଅଧୀକ୍ଷକ ଦେଇଥିବା ସୂଚନା ଅନୁଯାୟୀ, ଦେବେନ୍ଦ୍ର ଫଡନ୍‌ଭିସ ବିକ୍ଷୋଭକାରୀଙ୍କ ଉପରେ ଲାଠିଚାର୍ଜ ଆଦେଶ ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତିଥିଙ୍କ ଦେହରେ ଅଇଁଠା ପ୍ଲେଟ୍‌ ବାଜିବାରୁ ଓ୍ବେଟରଙ୍କୁ ପିଟିପିଟି ହତ୍ୟା: ୩ ଅଭିଯୁକ୍ତ ଚିହ୍ନଟ

ଗାଜିଆବାଦ,୭ା୧୨: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଅଇଁଠା ପ୍ଲେଟ୍‌ ଥିବା ଏକ ଟ୍ରେ ଅତିଥିମାନଙ୍କ ଦେହରେ ବାଯିବାରୁ ଜଣେ ୨୬ ବର୍ଷୀୟ ଓ୍ବେଟରଙ୍କୁ...

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି।...

ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!

ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା...

‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ

ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ...

କ୍ଷମା ମାଗିଲେ ଭାଜପା ଏମପି

ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ...

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ...

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ...

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri