ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ସରକାରୀ ଯୋଜନା ବିଷୟରେ ଗୋଟି ଗୋଟି କରି ଜନତାଙ୍କୁ ପଚାରିଛନ୍ତି ପାଣ୍ଡିଆନ । କୋରାପୁଟରେ ବଡ ବଡ ବ୍ରିଜ, ଦେବଭୂମିର ବିକାଶ, ଅନ୍ୟ ଯୋଜନା ସବୁ କିଏ କରିଛି ବୋଲି ଜନତାଙ୍କୁ ପ୍ରଶ୍ନ କରିଛନ୍ତି ପାଣ୍ଡିଆନ ।

ପାଣ୍ଡିଆନ ଜନତାଙ୍କୁ ନିବେଦନ କରିଛନ୍ତି, ୫ ବର୍ଷ ପରେ ପୁଣି ସୁଯୋଗ ଆସିଛି ନିଜ ମତ ସାବ୍ୟସ୍ତ କରିବା ପାଇଁ । ଏହାକୁ ହାତଛଡା ଯୋଡାଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦିଅନ୍ତୁ । ରାଜ୍ୟର ବିକାଶ ପାଇଁ ସବୁବେଳେ ଚେଷ୍ଟା କରିଆସିଥିବା ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?