ଆଜି ‘ବିଶ୍ୱ ପଖାଳ ଦିବସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ୨୦୧୨ ମସିହାରୁ ଏହା ପାଳନ ହୋଇଆସୁଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ହେଉ ଅବା ଅନ୍ୟଦିନ ଗରୀବ ହେଉ ବା ଧନୀ ସମସ୍ତଙ୍କ ଲୋଡ଼ା ପଖାଳ କଂସା । ପଖାଳର ମହତ୍ୱକୁ ପରବର୍ତ୍ତୀ ପିଢ଼ୀ ପାଖରେ ପହଞ୍ଚାଇବା ଏହାର ଲକ୍ଷ୍ୟ । ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ ବି ପଖାଳ ପ୍ରେମରେ । ଶ୍ରୀମନ୍ଦିରର ଟଙ୍କ ତୋରାଣିରେଏହାର ପ୍ରମାଣ ରହିଛି । ପଖାଳ ଓ ସହ ସଂସ୍କୃତି, ବିଚାରଧାରା, ଗୀତ ଓ ସାହିତ୍ୟ ଜଡ଼ିତ। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri