Posted inଜାତୀୟ

ମାର୍ଚ୍ଚ ୨୬ ଭାରତ ବନ୍ଦ: ଅଣ୍ଟା ଭିଡ଼ିଲା କୃଷକ ମୋର୍ଚ୍ଚା

ନୂଆଦିଲ୍ଲୀ,୨୫।୩: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। କୃଷକ ମୋର୍ଚ୍ଚା ପକ୍ଷରୁ ମାର୍ଚ୍ଚ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କୃଷକ ମୋର୍ଚ୍ଚାକୁ ବ୍ୟବସାୟୀ ସଂଗଠନ, ଟ୍ରେଡ୍‌ ୟୁନିଅନ ଏବଂ ରେଳଓ୍ବେ ୟୁନିଅନର ସମର୍ଥନ ମିଳିଥିବା କୁହାଯାଉଛି। ଏହା ସମ୍ପୂର୍ଣ୍ଣ ସଫଳ ରହିବ ବୋଲି ଭାରତୀୟ କିସାନ ୟୁନିଅନର ପ୍ରଦେଶ ଅଧ୍ୟକ୍ଷ ରାଜବୀର ସିଂ ଜାଦୌନ ଏବଂ ୟୁନିଅନର ଯୁବ ଅଧ୍ୟକ୍ଷ ଗୌରବ ଟିକାଏତ୍‌ ସୂଚନା ଦେଇଛନ୍ତି। ବସ୍‌ ଏବଂ ଟ୍ରକ୍‌ ୟୁନିୟନ ଭାରତ ବନ୍ଦକୁ ସମର୍ଥନ ଦେବ ବୋଲି କୃଷକ ମୋର୍ଚ୍ଚା କହିଛି। ଗାଜିପୁର ବର୍ଡର ସକାଳରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟା ବନ୍ଦ ରହିବ। ତେବେ ବନ୍ଦ ସମୟରେ ଆମ୍ବୁଲାନ୍ସ୍‌, ସ୍କୁଲ ବସ୍‌, ସେନା ଯାନ ବାହନ, ବିଦେଶୀ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ୍‌, ଖାଦ୍ୟ ଯୋଗାଣ ଗାଡ଼ି ତଥା ଅନ୍ୟାନ୍ୟ ଅତ୍ୟାବଶ୍ୟକ ସେବା ସହିତ ସମ୍ପୃକ୍ତ ଥିବା ଯାନ ବାହନକୁ ଅଟକା ଯିବ ନାହିଁ ବୋଲି କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri