୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ କ୍ରୟ କେନ୍ଦ୍ରରେ ମନମୁଖୀ ଅନୁପସ୍ଥିତ ରହୁଥିଲେ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦରମା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷେ, କାରଣ ଦର୍ଶାଅ ନୋଟିସ ଜାରି ସହ ୩ ଦିନ ଭିତର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିିଆଯାଇଛି। ଚଳିତ ବର୍ଷ PEO, RI, VLWଙ୍କୁ ମଣ୍ଡି ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍‌ ମାମଲା, ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା

ପଦ୍ମପୁର,୧୧ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁରରେ ଦଶମ ଶ୍ରେଣୀର ସାମାଜିକ ବିଜ୍ଞାନ ପ୍ରଶ୍ନ ପତ୍ର ଲିକ୍‌ ମାମଲାରେ ବିଭିନ୍ନ ସ୍କୁଲର ୮ଜଣ ଶିକ୍ଷକଙ୍କୁ ପୋଲିସ ଅଟକ ରଖିଥିଲା।…

ରୁଦ୍ର ମହାଯଜ୍ଞ ନିମନ୍ତେ ସ୍ଥାପନ ହେଲା ଶୁଭସ୍ତମ୍ଭ, ଆସନ୍ତା ୨୨ରୁ…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତର ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶ୍ୱର ଶୈବପୀଠରେ ଆସନ୍ତା ୨୨ ତାରିଖଠାରୁ ଆରମ୍ଭ ହେବାକୁ ଥିବା…

ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ: ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା

ରାଜଗାଙ୍ଗପୁର,୧୧।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ରାଜଗାଙ୍ଗପୁର ପୋଲିସ ଜଣେ…

ଡ୍ୟୁଟି ପାଇଁ ଯାଉଥିଲେ, ସାମ୍ନାରୁ ଆସି ପିଟିଲା ବାଇକ୍‌; ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ, ଜଣେ ଯବାନ…

କୋକସରା,୧୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ସ୍ଥିତ ଦାସ କଲୋନୀ…

ଯୁଦ୍ଧ ପ୍ରଭାବ: ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ସ୍ଥଗିତ

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗୁ ଏପ୍ରିଲରେ ଅହମଦାବାଦ୍‌ରେ ହେବାକୁ ଥିବା ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯିବା ସହ ମେ’…

ଅନାସ୍ଥା ଭୋଟ୍‌ରେ ହାରିଗଲେ ପୌର ଉପାଧ୍ୟକ୍ଷା, ଜିତିଲେ…

ରାୟଗଡ଼ା,୧୧ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ଫଳାଫଳ ବୁଧବାର ପ୍ରକାଶ ପାଇଛି। ହାଇକୋର୍ଟରେ ରାୟ…

ବାଇକ୍‌ରେ ଚୋରା ଚାଲାଣ କରୁଥିଲେ ମଦ, ଘଟଣାସ୍ଥଳରୁ ମିଳିଲା…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଢେପାଗୁଡ଼ା, ତେଲିଆପଲ୍ଲୀ ସମେତ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମରେ ବୁଧବାର ଅବକାରୀ ଟିମ୍‌…

ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା

ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri