Posted inଜାତୀୟ

ହାରିବା ପରେ ବିରୋଧିଙ୍କ ଉପରେ ହିଁ ବର୍ଷିଲେ ମାର୍ଗାରେଟ

ନୂଆଦିଲ୍ଲୀ,୭ ।୮: ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଶନିବାର ଘୋଷଣା ହେବା ପରେ ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥି ମାର୍ଗାରେଟ ଆଲଭା ନିଜ ସହଯୋଗୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ ବିରୋଧୀ ଦଳଙ୍କୁ ଟାର୍ଗେଟ କରି କହିଛନ୍ତି, କିଛି ବିରୋଧୀ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)ର ସମର୍ଥନ କରିଛନ୍ତି ଯାହା ତାଙ୍କୁ କଷ୍ଟ ଦେଇଛି । ହେଲେ ଏହା ପୂର୍ବରୁ ସେ ଏନଡିଏର ଜଗଦୀପ ଧନକରଙ୍କୁ ବିଜୟୀ ହେବାର ଶୁଭେଚ୍ଛା ଜଣାଇଛନ୍ତି ।
ଟୁଇଟ କରି ଆଲଭା କହିଛନ୍ତି, ଶ୍ରୀ ଧନକରଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଥିବାରୁ ଶୁଭେଚ୍ଛା । ଏହି ନିର୍ବାଚନ ବିରୋଧୀଙ୍କ ସହ ଏକାଠି ମିଶି କାମ କରିବା, ଅତୀତକୁ ପଛରେ ପକାଇ ପରସ୍ପର ମଧ୍ୟରେ ବିଶ୍ୱାସ ସୃଷ୍ଟି କରିବାର ଅବସର । ଦୁର୍ଭାଗ୍ୟପୂର୍ଣ୍ଣ କି କିଛି ବିରୋଧୀ ଦଳ ପ୍ରତ୍ୟେକ୍ଷ ଅବା ପରୋକ୍ଷ ଭାବେ ଭାଜପାକୁ ସମର୍ଥନ ଦେବାର ବିକଳ୍ପ ବାଛି ନେଇଥିଲେ, ଯାହା ଏକଜୁଟ ବିରୋଧୀଙ୍କ ବିଚାରକୁ ଲାଇନଚ୍ୟୁତ କରିଥିଦେଲା । ସେ ଆହୁରି ମଧ୍ୟ କହିଛନ୍ତି ବିରୋଧୀଙ୍କ ଭାଜପାକୁ ସମର୍ଥନ ବିଶ୍ୱସନୀୟତାକୁ କ୍ଷତି ପହଞ୍ଚାଇଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?