Posted inଜାତୀୟ

‘ପ୍ରତିିଶ୍ରୁତି ଦେଉଛି ଭାଜପା, ଟିଏମ୍‌ସି- ବିଜେଡି ଏମ୍‌ପିଙ୍କୁ ଫୋନ୍‌ କରିବି ନାହିଁ’

ନୂଆଦିଲ୍ଲୀ,୨୬।୭: ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ମଙ୍ଗଳବାର ଏକ ଟୁଇଟ କରିଛନ୍ତି। ଉକ୍ତ ଟୁଇଟରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ମୋବାଇଲ ଫୋନରୁ କଲ୍‌ ଯାଉନାହିଁ କିମ୍ବା ଆସୁନାହିଁ। ଏଥିସହ ଏମ୍‌ଟିଏନ୍‌ଏଲ୍‌ ଉପରେ କ୍ଷୋଭ ପ୍ରକାଶ କରି କହିଛନ୍ତି, ଯଦି ଫୋନ୍‌ ସେବା ପୁଣି ସ୍ବାଭାବିକ କରାଯାଏ ତେବେ ସେ ଭାଜପା, ଟିଏମ୍‌ସି ଏବଂ ବିଜେଡିର କୌଣସି ଏମ୍‌ପିଙ୍କ ସହ କଥା ହେବେ ନାହିଁ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଉପରାଷ୍ଟ୍ରପତି ପ୍ରାର୍ଥୀ ଆଲ୍‌ଭା ଏମ୍‌ଟିଏନ୍‌ଏଲ୍‌କୁ ଟୁଇଟ କରି କହିଛନ୍ତି ଯେ, ଏମ୍‌ଟିଏନ୍‌ଏଲ୍‌ ତାଙ୍କ କଓ୍ବୋଇସିରେ ଥିବା ସିମ୍‌ କାର୍ଡକୁ ୨୪ ଘଣ୍ଟା ପାଇଁ ବ୍ଲକ୍‌ କରିଦେଇଛି। ମଙ୍ଗଳବାର କିଛି ଭାଜପା ବନ୍ଧୁଙ୍କ ସହ କଥାହେବା ପରେ ତାଙ୍କ ଫୋନ୍‌ କଲ୍‌ ଯାଇ ନ ଥିଲା କିମ୍ବା ଆସି ନ ଥିଲା। ଫଳରେ ଆଲ୍‌ଭା କ୍ଷୋଭ ପ୍ରକାଶ କରି ଏହି ସମସ୍ୟାର ସମାଧାନ କରାଗଲେ ଏବଂ ସେବାକୁ ସ୍ବାଭାବିକ କରାଗଲେ ଭାଜପା, ଟିଏମ୍‌ସି ଓ ବିଜେଡି ନେତାଙ୍କ ସହ ଯୋଗାଯୋଗ କରିବେ ନାହିଁ ବୋଲି ସେ ବିଏସ୍‌ଏନ୍‌ଏଲ୍‌ ଓ ଏମ୍‌ଟିଏନ୍‌ଏଲ୍‌କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri