୧.୩୦ଲକ୍ଷ ଟଙ୍କାରେ ପ୍ରଥମ ମରୀଚି କୁଣ୍ଡ ପାଣି ନିଲାମ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରା ପାଣିକୁ ଭୁବନେଶ୍ୱର ୟୁନିଟ-୫ ପ୍ରଗତିବିହାର ଅଞ୍ଚଳର ସୁନନ୍ଦା ପ୍ରଧାନ ୧ଲକ୍ଷ ୩୦ହଜାର ଟଙ୍କାରେ କିଣିଥିଲେ। ସେହିପରି ଦ୍ୱିତୀୟ ଗରା ପାଣିକୁ ସରକନ୍ତରା ଅଞ୍ଚଳର ଲିପିନା ସାହୁ ୪୭ହଜାର ଟଙ୍କାରେ କିଣିଥିଲେ। ସୂଚନାଥାଉ କି, ଏହି ପାଣିରେ ନିଷ୍ଠାର ସହ ସ୍ନାନ କରି ଲିଙ୍ଗରାଜଙ୍କୁ ଦର୍ଶନ କଲେ ନିଃସନ୍ତାନ ମହିଳାମାନେ ସନ୍ତାନ ଲାଭ କରିଥାନ୍ତି ବୋଲି ବିଶ୍ୱାସ ରହିଥିବା ବଡୁ ନିଯୋଗର ସମ୍ପାଦକ କମଳାକାନ୍ତ ବଡୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri