ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ ହେଲେତାଳବଣିଆ ଥାନା ଅନ୍ତର୍ଗତ ସିଦ୍ଧମିହାବୀର ଅଞ୍ଚଳର ଦେବେନ୍ଦ୍ର ସାହୁ(୫୫) ଏବଂ ଟିକରପଡ଼ା ମହାନ୍ତି ସାହିର କାର୍ତ୍ତିକ ସାମନ୍ତରାୟ(୫୬)।

ପୋଲିସର ସୂଚନା ଅନୁଯାୟୀ, ପେଣ୍ଠକଟା ମେରାଇନ ଥାନା ପୋଲିସକୁ ଗୋପାଳପୁର ଅଞ୍ଚଳର ଏକ ଘରେ ବିପୁଳ ପରିମାଣର ମାଦକ ଦ୍ରବ୍ୟ ରଖାଯାଇଥିବା ଏକ ବିଶେଷ ସୂତ୍ରରୁ ଖବର ମିଳିଥିଲା।

ଖବର ପାଇ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ସମ୍ପୃକ୍ତ ଭଡା ଘରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ପୋଲିସ ଘରୁ ୧୭୬ ପ୍ୟାକେଟରେ ଥିବା ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିଲା। ଏପରିକି ପୋଲିସ ଘଟଣାରେ ଅଭିଯୁକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri