ଭୁବନେଶ୍ବର ବିମାନବନ୍ଦରରୁ ୯.୫୨ କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର,୬।୧: ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୯.୫୨ କୋଟିର ମାରିଜୁଆନା ଜବତ ହୋଇଛି।
ମାରିଜୁଆନା ଆଣିଥିବା ୨ ମହିଳା ଯାତ୍ରୀ ଗିରଫ କରିଛି ଭୁବନେଶ୍ବର କଷ୍ଟମ କମିଶନରେଟ। ମାଲେସିଆର କ୍ଵାଲାଲୁମ୍ପୁରରୁ ଚାଲାଣ କରାଯାଉଥିବା ସୂଚନା ମିଳିଛି। ବ୍ୟାଗରେ ଛୋଟ ଛୋଟ ପ୍ୟାକେଟ କରି ଆଣୁଥିଲେ ମହିଳା। ସଂପୃକ୍ତ ମହିଳାଙ୍କୁ ଗିରଫ କରିବା ସହ କଷ୍ଟମ ବିଭାଗର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri