ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ ଗାଁର ଅସିମ ମାଝୀ ଓ ଅନନ୍ତ ମାଝୀ। ଅଡବା ଥାନା ଅନ୍ତର୍ଗତ ଗରଡମା ପଞ୍ଚାୟତ ରାମସିଂ ଗାଁ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଚ୍ଛିତ ରଖାଯାଇଥିବା ଖବର ପାଇ ଅଡବା ଓ ମୋହନା ପୋଲିସ ଟିମ ମିଳିତ ଚଢାଉ କରିଥିଲେ। ଚଢ଼ାଉ ବେଳେ ୪୦ ବସ୍ତା ଗଞ୍ଜେଇ ଜବତ ହୋଇଥିଲା। ଜବତ ଗଞ୍ଜେଇର ପରିମାଣ ୧୦ କୁଇଣ୍ଟାଲ ୫୦ କିଲୋ। ଏହାର ବଜାର ମୂଲ୍ୟ ଏକ କୋଟି ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଗଜପତି ଏସ୍‌ପି କହିଛନ୍ତି। ଏନେଇ ଅଡବା ଥାନାରେ ଏକ ମାମଲା ରୁଜୁ ହୋଇଛି। ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri