Posted inଖେଳ

ମେରାଇନ ଡ୍ରାଇଭ ହେଲା ଜନ ସମୁଦ୍ର ପ୍ରଶଂସକ କହିଲେ, ରୋହିତ ଶର୍ମା ଡାକିଲେ, ଆଉ ଆମେ ଆସିଗଲୁ…

ମୁମ୍ବାଇ,୪।୭: ‘ଆମେ ଆପଣଙ୍କ ସହିତ ଏହି ମୁହୂର୍ତ୍ତକୁ ଉପଭୋଗ କରିବାକୁ ଚାହୁଁଛୁ, ତେଣୁ ମେରାଇନ ଡ୍ରାଇଭକୁ ଆସନ୍ତୁ …’। ବିଶ୍ୱ ବିଜୟ ପରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କେବଳ ଏହି ବାର୍ତ୍ତା ଦେଇଛନ୍ତି। ଏବଂ ଯେତେବେଳେ ସେ ସ୍ବଦେଶ ମାଟିରେ ଅବତରଣ କଲେ, ପ୍ରଶଂସକମାନେ ତାଙ୍କୁ ସ୍ବାଗତ କରିବାକୁ ଧାଇଁ ଆସିଥିଲେ। ଟିମ ଇଣ୍ଡିଆ ମୁମ୍ବାଇରେ ପହଞ୍ଚିବା ମାତ୍ରେ ଲକ୍ଷ ଲକ୍ଷ ପ୍ରଶଂସକ ରାଜ ରାସ୍ତାକୁ ଚାଲଇ ଆସିଥିଲେ। ମେରାଇନ ଡ୍ରାଇଭରେ ଲୋକଙ୍କ ଭିଡ ଦୃଶ୍ୟମାନ ହେଉଛି। ବିଶ୍ୱ ଚାମ୍ପିୟନଙ୍କୁ ଦେଖିବାକୁ ସମସ୍ତେ ଚାତକ ପରି ଚାହିଁ ରହିଛନ୍ତି।

ଯେତେବେଳେ ଟିମ ଇଣ୍ଡିଆ ବିଶ୍ୱକପ ଜିତିବା ପରେ ଘରକୁ ଆସିବାକୁ ପ୍ରସ୍ତୁତ ହେଉଥିଲା। ଏଥି ସହ ଅଧିନାୟକ ରୋହିତ ଶର୍ମା ଟୁଇଟ କରି ପ୍ରଶଂସକମାନଙ୍କୁ ଭିକ୍ଟ୍ରି ପରେଡକୁ ଆସିବାକୁ ନିମନ୍ତ୍ରଣ କରିଥିଲେ। ରୋହିତ ଏକ୍ସରେ ଲେଖିଛନ୍ତି, ଆମେ ଆପଣଙ୍କ ସମସ୍ତଙ୍କ ସହିତ ଏହି ବିଶେଷ ମୁହୂର୍ତ୍ତକୁ ଉପଭୋଗ କରିବାକୁ ଚାହୁଁଛୁ। ତେବେ ଆସନ୍ତୁ ଏହି ବିଜୟକୁ ମେରାଇନ ଡ୍ରାଇଭ ଏବଂ ୱାନଖେଡେରେ ଜୁଲାଇ ୪ ଅପରାହ୍ନ ୫ଟାରୁ ଏକ ବିଜୟ ପରେଡ ସହିତ ପାଳନ କରିବା। ଟ୍ରଫି ଘରକୁ ଆସୁଛି ଏବଂ
ରୋହିତ ଶର୍ମାଙ୍କ ଏହି ନିମନ୍ତ୍ରଣ ପ୍ରଶଂସକଙ୍କ ହୃଦୟକୁ ଛୁଇଁଥିଲା। ସେମାନେ ସେମାନଙ୍କର ଚାମ୍ପିୟନଙ୍କୁ ଦେଖିବାକୁ ପାଗଳ ହୋଇଯାଇଥିଲେ, ଏବଂ ଟିମ ଇଣ୍ଡିଆ ମୁମ୍ବାଇରେ ଅବତରଣ କରିବା ମାତ୍ରେ ଚାରିଆଡେ କେବଳ ପ୍ରଶଂସକଙ୍କୁ ଦେଖିବାକୁ ମିଳିଥିଲା। ମେରାଇନ ଡ୍ରାଇଭ ହେଉ କିମ୍ବା ୱାନଖେଡେ ଲାଗୁଛି ଯେପରି ସମଗ୍ର ମୁମ୍ବାଇ ଗୋଟିଏ ଜାଗାରେ ଅଟକି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri