ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ରେ ମ୍ୟାରିନ ମ୍ୟାଜିକ ଶୋ

ଭୁବନେଶ୍ୱର,୧୫।୯: ସ୍ମାର୍ଟ ସିଟି ଭୁବନେଶ୍ୱରର ପ୍ରମୁଖ ବାଣିଜି୍ୟକସ୍ଥଳ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ରେ ଏକ ଅଭିନବ ପ୍ରୟାସ ‘ମ୍ୟାରିନ ମ୍ୟାଜିକ ଶୋ’ ର ଶୁଭାରମ୍ଭ କରାଯାଇଛି। ବିଶେଷକରି ମଲ୍‌ ପରିସରକୁ ଆସୁଥିବା ଗ୍ରାହକଙ୍କ ପିଲାମାନଙ୍କ ପାଇଁ ଏହି ଶୋ’ର ବ୍ୟବସ୍ଥା କରାଯାଇଛି। ଏପରିକି ସମୁଦ୍ରର ଅଗଭୀର ଜଳରେ ରହୁଥିବା ଜୀବ ଜନ୍ତୁମାନଙ୍କ ବିଷୟରେ ଜାଣିବାକୁ ପିଲାଙ୍କର ଇଚ୍ଛା ହୋଇଥାଏ। ଏହାକୁ ବାସ୍ତବତାର ରୂପ ଦେବା ପାଇଁ ମଲ୍‌ରେ ଏଭଳି ଏକ ମ୍ୟାଜିକ ଶୋ’ର ପ୍ରସ୍ତୁତି ହୋଇଛି। ଉକ୍ତ ଶୋ ଚଳିତ ବର୍ଷ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ଜାରି ରହିବ ବୋଲି ମଲ୍‌ ପକ୍ଷରୁ କୁହାଯାଇଛି। ସେହିଭଳି ପାଣିରେ ରହୁଥିବା ଜୀବମାନଙ୍କ ଗତିବିଧି ବିଷୟରେ ସମ୍ପୂର୍ଣ୍ଣ ତଥ୍ୟ ଭର୍ଚୁଆଲ ସ୍କ୍ରିନ୍‌ ମାଧ୍ୟମରେ ଅନୁଭବ କରିହେବ। ପାଣି ଭିତରେ ରହିଥିବା ସୁନ୍ଦର ଜୀବଙ୍କର ସ୍କେଚ୍‌କୁ ଛୁଇ ଶାରୀରିକ ଏବଂ ଭର୍ଚୁଆଲି ଦୁନିଆରେ ଯାଦୁକରୀ ସଂଯୋଗ ସହ ଯାଦୁକରୀର କଳାର ଅନୁଭବ କରନ୍ତୁ ବୋଲି ମଲ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri