ମରିୟମଙ୍କ ଅଭିଯୋଗ, ସେନା ମୁଖ୍ୟ ନିଯୁକ୍ତିରେ ବାଧା ସୃଷ୍ଟି କରୁଛନ୍ତି ଇମ୍ରାନ୍‌…

ଇସଲାମାବାଦ,୨।୧୧ : ଶାସକ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ର ଉପାଧ୍ୟକ୍ଷା ମରିୟମ ନୱାଜ ପିଟିଆଇ ନେତା ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଇମ୍ରାନ ଖାନଙ୍କ ଦୀର୍ଘ ପଦଯାତ୍ରାର ମୂଳ ଉଦ୍ଦେଶ୍ୟ ହେଉଛି ଦେଶର ନୂତନ ସେନା ମୁଖ୍ୟଙ୍କ ନିଯୁକ୍ତିରେ ବାଧା ସୃଷ୍ଟି କରିବା।

ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ ମରିୟମ ନୱାଜ କହିଛନ୍ତି ଯେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନ ଆଉ ପାକିସ୍ତାନ ରାଜନୀତିରେ ଅଂଶ ନୁହନ୍ତି। ସେ ତାଙ୍କର ବିଭାଜନକାରୀ ଏବଂ ଘୃଣ୍ୟ ଏଜେଣ୍ଡା ବିସ୍ତାର କରିବାରେ ବିଫଳ ହେବେ। ମରିୟମ ଇମ୍ରାନଙ୍କ ଉଦ୍ଦେଶ୍ୟରେ ଅଭିଯୋଗ କରିଛନ୍ତି ଯେ ପିଟିଆଇରେ ଜଣେ ଅପରାଧିକ ମାନସିକ ବ୍ୟକ୍ତି ଆବଶ୍ୟକ, ଯିଏ କୌ ଣସି ଅନୁତାପ ନକରି ସମାବେଶରେ ଜନସାଧାରଣଙ୍କ ଟଙ୍କା ଖର୍ଚ୍ଚ କରି ପାରିବେ।

ପ୍ରାୟ ଏକ ମାସ ପୂର୍ବେ ଲଣ୍ଡନରେ ପହଞ୍ଚିଥିବା ମରିୟମ ନୱାଜ ପ୍ରଥମ ଥର ପାଇଁ ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ବର୍ଷିଥିଲେ। ମରିୟମ କହିଛନ୍ତି ଯେ ଇମ୍ରାନଙ୍କ ଇସଲାମାବାଦ ଅଭିମୁଖେ ଯାତ୍ରା କରିବାର ପ୍ରକୃତ ଏଜେଣ୍ଡା ହେଉଛି ବର୍ତ୍ତମାନର ସରକାରଙ୍କୁ ପରବର୍ତ୍ତୀ ସେନା ମୁଖ୍ୟ ନିଯୁକ୍ତି ନ କରାଇଦେବା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri