Posted inଖେଳ

କ୍ଷମା ମାଗିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଜୋହାନ୍ସବର୍ଗ,୨୪।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଉଇକେଟ କିପର ତଥା ବର୍ତ୍ତମାନର ମୁଖ୍ୟ କୋଚ ମାର୍କ ବାଉଚର୍‌ କ୍ଷମା ମାଗିଛନ୍ତି। ସେ ଖେଳୁଥିବା ସମୟରେ ଅପମାନଜନକ ଗୀତ ଗାଉଥିବା ଏକ ଗୋଷ୍ଠୀର ଅଂଶ ହୋଇଥିବାରୁ ଏବଂ ଅଶ୍ୱେତ ସାଥୀ ଖେଳାଳିଙ୍କ ଅପମାନ କରିଥିବାରୁ ସେ କ୍ଷମା ମାଗିଛନ୍ତି। ପଲ ଆଡାମସଙ୍କ ସମେତ କିଛି ସାଥୀ ଖେଳାଳି ତାଙ୍କ ନାଁରେ ଜାତିଭେଦ ଅଭିଯୋଗ କରିବା ଆଣିବା ପରେ ବାଉଚର କ୍ରିକେଟ ଦକ୍ଷିଣ ଆଫ୍ରିକାର (ସିଏସ୍‌ଏ) ସାମାଜିକ ନ୍ୟାୟ ଏବଂ ରାଷ୍ଟ୍ର ନିର୍ମାଣ କମିଟିକ ୧୪ ପୃଷ୍ଠାର ଏକ ଆଫିଡେଭିଟ ଦାଖଲ କରିଛନ୍ତି। କୌଣସି ଆପତ୍ତିଜନକ ଆଚରଣ ପାଇଁ ମୁଁ କ୍ଷମା ମାଗୁଛି ବୋଲି ବାଉଚର କହିଛନ୍ତି। ଗୀତ ଗାଇବାରେ କିମ୍ବା ମୋ ସାଥୀଙ୍କ ସହ ଆପତ୍ତିଜନକ ବ୍ୟବହାର କରିବାରେ ଭାଗ ନେଇଥିବାରୁ ଗଭୀର ଦୁଃଖିତ। ସୂଚନାଯୋଗ୍ୟ, ମାର୍କ ବାଉଚର ଦକ୍ଷିଣ ଆଫ୍ରିକା ପାଇଁ ୧୪୭ ଟେଷ୍ଟ ଏବଂ ୨୯୫ ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ସେ ଟେଷ୍ଟ କ୍ରିକେଟରେ ୫୫୧୫ ରନ ଏବଂ ଦିନିକିଆରେ ୪୬୮୬ ରନ ସ୍କୋର କରିଥିଲେ। ଏଥି ସହିତ ସେ ଦେଶ ପାଇଁ ୨୫ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ୨୬୮ ରନ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ବିଶ୍ୱକପ୍‌ ବିଜେତା ଫୁଟବଲର ଚାର୍ଲଟନଙ୍କ ପରଲୋକ

ଲଣ୍ଡନ,୧୧।୭(ଏପି): ଇଂଲଣ୍ଡ କିମ୍ବଦନ୍ତୀ ଫୁଟବଲର ତଥା ସେଣ୍ଟ୍ରାଲ ଡିଫେଣ୍ଡର ଜ୍ୟାକ୍‌ ଚାର୍ଲଟନ ୮୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବିଗ୍‌ ଜ୍ୟାକ୍‌ ନାମରେ ପରିଚିତ...

ଅବଶିଷ୍ଟ ମ୍ୟାଚ ଖେଳି ନ ପାରନ୍ତି ଗ୍ରିଜ୍‌ମାନ

ବାର୍ସିଲୋନା, ୧୩ା୭ (ଏପି)- ମାଂଶପେଶୀରେ ଇଞ୍ଜୁରି ଯୋଗୁ ସ୍ପାନିଶ ଫୁଟ୍‌ବଲ ଲିଗ୍‌ର ଅବଶିଷ୍ଟ ମ୍ୟାଚରୁ ବିଶ୍ରାମ ନେଇ ପାରନ୍ତି ଆଣ୍ଟୋନୀ ଗ୍ରିଜ୍‌ମାନ। ରବିବାର ଫିଟ୍‌ନେସ୍‌ ଟେଷ୍ଟ...

ଆଇପିଏଲ୍‌ ସିଜିନ୍‌-୧୪ର ଅବଶିଷ୍ଟ ମ୍ୟାଚ୍‌ ୟୁଏଇରେ ହେବ: ବିସିସିଆଇର ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଜାରି ରହିଥିବା ଆଇପିଏଲ୍‌ ସିଜିନ୍‌-୧୪ର ମ୍ୟାଚ୍‌କୁ ବନ୍ଦ କରାଯାଇଥିଲା। ତେବେ ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ଜୁନିୟର ବିଶ୍ୱ ଟ୍ରାକ୍‌ ସାଇକେଲିଂ: ଆଲବେନଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୧୬।୮(ପିଟି): ଭାରତୀୟ ସ୍ପ୍ରିଣ୍ଟ ସାଇକେଲିଂ ଦଳ ଜର୍ମାନୀର ଫ୍ରାଙ୍କଫର୍ଟଠାରେ ଚାଲିଥିବା ଜୁନିୟର ଟ୍ରାକ ସାଇକେଲିଂ ଚାମ୍ପିୟନଶିପ୍‌ରେ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିବା ପରେ ଦେଶକୁ ଆଉ...

ରାଉରକେଲାରେ ପହଞ୍ଚିଲା ନ୍ୟୁଜିଲାଣ୍ଡ, ମାଲେସିଆ ହକି ଦଳ

ରାଉରକେଲା ଅଫିସ,୮।୧:ପୁରୁଷ ହକି ବିଶ୍ୱକପ୍‌କୁ ଆଉ ୫ଦିନ ବାକି ଥିବାବେଳେ ରାଉରକେଲାରେ କେବଳ ଭାରତୀୟ ହକି ଦଳର ଖେଳାଳିମାନେ ପହଞ୍ଚି ବିର୍ସାମୁଣ୍ଡା ଷ୍ଟାଡିୟମରେ ଅଭ୍ୟାସ ଜାରି...

କ୍ରିତିକାଙ୍କ ଭଲିବଲରୁ ତୀରନ୍ଦାଜୀ ଯାତ୍ରା

ଭୁବନେଶ୍ୱର, ୨୬।୨ (ସ୍ପୋର୍ଟ୍ସ ବ୍ୟୁରୋ)- ତୀରନ୍ଦାଜୀ କ୍ରୀଡ଼ାରେ ପ୍ରବେଶ କରିବାର ୨ ବର୍ଷ ପରେ ରାଜସ୍ଥାନ ବିଶ୍ୱବିଦ୍ୟାଳୟର କ୍ରିତିକା ଶର୍ମା ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏଠାରେ...

ଟାଟା ମୁମ୍ବାଇ ମାରାଥନରେ ଧାବକଙ୍କ ମୃତ୍ୟୁ

ମୁମ୍ବାଇ,୨୦।୧- ଟାଟା ମୁମ୍ବାଇ ମାରାଥନରେ ଘଟିଛି ଅଘଟଣ। ରବିବାର ଅନୁଷ୍ଠିତ ମାରାଥନବେଳେ ଜଣେ ୬୪ ବର୍ଷୀୟ ଧାବକ ହୃଦ୍‌ଘାତରେ ପ୍ରାଣ ହରାଇଥିବା ଅଫିସିସିଆଲ କହିଛନ୍ତି। ମୃତକଙ୍କ...

ମୋଟେଗିରେ ମାର୍କ୍ୱେଜଙ୍କୁ ପ୍ରଥମ ପୋଲ୍‌ ପୋଜିଶନ

ମୋଟେଗି (ଜାପାନ),୧୯ା୧୦ (ପି.ଟି.): ଟିମ୍‌ ରେପ୍‌ସୋଲ ହୋଣ୍ଡାର ମାର୍କ ମାର୍କ୍ୱେଜ ଟ୍ବିନ ରିଙ୍ଗ୍‌ ମୋଟେଗିରେ ପ୍ରଥମ ଥର ମୋଟୋ ଜିପି ପୋଲ୍‌ ପୋଜିଶନ ହାସଲ କରିଛନ୍ତିି।...

Advertisement
Archives

Model This Week