ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୮(ବ୍ୟୁରୋ): ୪ ଦିନ ପରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ଗୁରୁବାର ଖୋଲିଛି।ଦୁଇ ଗୋଷ୍ଠୀ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଯୋଗୁ ଗତ ରବିବାର ସାରୁ ମାର୍କେଟ ବନ୍ଦ ରହିଥିଲା। ସୂଚନାନୁସାରେ, ମାର୍କେଟ ଭିତରୁ ଉଠାଦୋକାନୀଙ୍କୁ ସମ୍ପୂର୍ଣ୍ଣ ଉଠାଇଦେବାକୁ ସଂଘ ପକ୍ଷରୁ ଦାବି ହୋଇଥିଲା। ଏହାକୁ ନେଇ ଉଭୟ ପକ୍ଷରୁ ଥାନାରେ ଦୁଇଟି ଅଲଗା ଅଲଗା ମାମଲା ମଧ୍ୟ ରୁଜୁ ହୋଇଥିଲା । ଏହାସହ ଉଭୟ ବ୍ୟବସାୟୀଙ୍କ ସହ ପୋଲିସ ଓ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ଆଲୋଚନା ହୋଇଥିଲେ ମଧ୍ୟ ସମାଧାନ ହୋଇ ନଥିଲା। ତେବେ ବୁଧବାର ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ ସହିତ ଆଲୋଚନା ହେବା ସହ ମାର୍କେଟ ବିଲ୍ଡିଂରୁ ଉଠାଦୋକାନୀଙ୍କୁ ଉଚ୍ଛେଦ ନେଇ ବିଏମ୍‌ସି ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିଥିଲା। ଏହା ପରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ଗୁରୁବାରଠୁ ଖେଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ...

ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ...

ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ, ୪।୬: ଜଣାଶୁଣା ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ସୋମବାର ରାତି ୧୨ଟା୧୫ ମିନିଟରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ...

ଓୟୁଏଟି ସମାବର୍ତ୍ତନ ଉତ୍ସବ: ୧୧୪ଜଣଙ୍କୁ ସ୍ବର୍ଣ୍ଣ, ଅଂଶୁମାନ୍‌ଙ୍କୁ ଡିଏସ୍‌ସି ଉପାଧି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଉତ୍ପାଦନ ପରେ ଖାଦ୍ୟଶସ୍ୟ ନଷ୍ଟ ହେବା କୃଷି କ୍ଷେତ୍ରରେ ଏକ ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି। ଭାରତର ବିଭିନ୍ନ କ୍ଷେତ୍ରରେ ପ୍ରାୟ ୮୨...

୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା...

ହାଇଓ୍ବେ ପାଟ୍ରୋଲିଂ ପ୍ରଦର୍ଶନ ଅତି ଖରାପ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟ ସରକାର ଗତ କିଛିଦନ ହେଲା ଓଡ଼ିଶାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ହାର ହ୍ରାସ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସବୁ...

ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି...

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ...

Advertisement
Archives

Model This Week