ରାମଚଣ୍ଡୀ ପୀଠରେ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳ ଭିତ୍ତିପ୍ରସ୍ତର

ଛତ୍ରପୁର,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ମା’ ରାମଚଣ୍ଡୀ ପୀଠରେ ରବିବାର ଶୌଚାଳୟ ଉଦ୍‌ଘାଟନ ସହ ମାର୍କେଟ କମ୍ପ୍ଲେକ୍ସ ଓ ରୋଷେଇଶାଳର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି l ରାଜ୍ୟ କୃଷି ବିପଣନ ନିଗମର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ଏହି ଉଦ୍‌ଘାଟନୀ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ l ଏହି କାର୍ଯ୍ୟକ୍ରମରେ ମନ୍ଦିର କମିଟିର ବିନୋଦ ପାଢ଼ୀ, ବସନ୍ତ କୁମାର ମହାରଣା, କମଳ କୁମାର ପଣ୍ଡା, ରବୀନ୍ଦ୍ର କୁମାର ପଣ୍ଡା, ରବୀନ୍ଦ୍ର ନାଥ ପଣ୍ଡା, କ୍ଷୀରୋଦ ଚନ୍ଦ୍ର ସାହୁ, ପ୍ରଶାନ୍ତ ମହାରଣା, ସନ୍ତୋଷ କୁମାର ପାଢ଼ୀ, ଶତ୍ରୁଘ୍ନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ...

ଆଟେଣ୍ଡାଣ୍ଟଙ୍କ ଦ୍ୱାରା ଚାଲିଛି ପ୍ରାଣୀ ଚିକିତ୍ସା

ଗୋପାଳପୁର,୮ା୨-କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବଜେଟରେ ମଧ୍ୟ କୃଷକଙ୍କ ବିକାଶ ପାଇଁ ଲୋକାଭିମୁଖୀ...

ନଦୀରେ ପଶି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇଲେ

ସୋରଡ଼ା,୧୩।୯(ଲମ୍ବୋଦର ପାଣିଗ୍ରାହୀ):ସୋରଡ଼ା ବ୍ଲକର ଆଦିବାସୀ ବହୁଳ ତଥା ବଣପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ଭ୍ରାମ୍ୟମାଣ ଡାକ୍ତରୀ ଦଳର ୭ଜଣିଆ ଟିମ୍‌ ପହଞ୍ଚତ୍ ସ୍ବାସ୍ଥ୍ୟସେବା ଓ ଇନ୍ଦ୍ରଧନୁଷ...

ଆବଶ୍ୟକ ନ ଥିଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍‌ପିଏଫ୍‌ ଆଉଟ୍‌ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା...

ଘୁମୁସର ବନଖଣ୍ଡରେ ୧୯ ଲକ୍ଷ ଚାରାରୋପଣ ଯୋଜନା

ଭଞ୍ଜନଗର, ୧୪।୬(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ଆସନ୍ତା ଜୁଲାଇ ୧ ରୁ ୭ ତାରିଖ ବନ...

ଗଞ୍ଜାମରେ ଚଳଚଞ୍ଚଳ ସମବାୟ ରାଜନୀତି

ବ୍ରହ୍ମପୁର ଅଫିସ,୧୪।୪: ପଞ୍ଚାୟତ ଓ ପୌର ନିର୍ବାଚନ ସରିବା ପରେ ସମବାୟ ନିର୍ବାଚନ ପାଇଁ ସରକାରୀ ବିଗୁଲ ବାଜିଛି। ଫଳରେ ଅଧିକ ସଂଖ୍ୟକ ସମବାୟ ସଂସ୍ଥା ଥିବା...

୭ ମାସ ପରେ ବି ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୧୦।୭: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ (ବାଳକ)ରୁ ଅନ୍ତେବାସୀ ଚମ୍ପଟ ଘଟଣାର ୭ ମାସ ପରେ ବି...

ସାମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ: ବର୍ଷାଋତୁ ଆସିବା ପୂର୍ବରୁ ମରାମତି ଲାଗି ଦାବି

ହିିଞ୍ଜିଳିକାଟୁ,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗ୍ରାମର ସୁନାରୀ ସାହିରେ ସୋମବାର ମଧ୍ୟାହ୍ନରେ ହୋଇଥିବା ସମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ ହୋଇ ଯାଇଛି।...

Advertisement
Archives

Model This Week