ତଳମୁହାଁ ଶେୟାର ବଜାର: ୭ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୧୩।୧୨: ଭାରତୀୟ ଶେୟାର ବଜାରରେ ଶୁକ୍ରବାର ସେନସେକ୍ସ ୧,୨୦୦ ପେଣ୍ଟରୁ ଅଧିକ ହ୍ରାସ ପାଇଛି। ଗୁରୁବାର ରେକର୍ଡ ହୋଇଥିବା ୪୫୮.୧୫ ଲକ୍ଷ କୋଟି ଟଙ୍କା ତୁଳନାରେ ଆଜି ନିବେଶକଙ୍କ ସମ୍ପତ୍ତି ୬.୯୩ ଲକ୍ଷ କୋଟି ହ୍ରାସ ପାଇ ୪୫୧.୨୨ ଲକ୍ଷ କୋଟିରେ ପହଞ୍ଚିଛି। ସେନସେକ୍ସ ୧୨୦୭ ପଏଣ୍ଟ ଖସି ୮୦,୦୮୨ କୁ ଚାଲି ଆସିଛି ଏବଂ ନିଫ୍ଟି ୩୬୮ ପଏଣ୍ଟ ହ୍ରାସ ପାଇ ୨୨୪,୧୮୦ କୁ ଖସି ଆସିଛି। ଯାହା ଦଲାଲ ଷ୍ଟ୍ରିଟରେ ନିବେଶକଙ୍କ ଦୁର୍ବଳ ଭାବନାକୁ ପ୍ରତିଫଳିତ କରିଛି।

ଶୁକ୍ରବାର କାରବାର ଆରମ୍ଭ ହେବା ପରେ ୨୨୦ ଶେୟାର ଲୋୟର ସର୍କିଟ ଛୁଇଁଥିଲା, ଯେତେବେଳେ କି ୨୨୩ ଶେୟାର ଅପର ସର୍କିଟ ଛୁଇଁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri