Posted inଫୁରସତ

ଜୀବନ ସାରା ଲିଭ୍‌ ଇନ୍‌ରେ ରହି ବି ହୋଇ ପାରୁନି ବିବାହ…

ରାଞ୍ଚି: ଝାଡଖଣ୍ଡରେ ପାଖରେ ଟଙ୍କା ନ ଥିବାରୁ ଅନେକ ଜନଜାତି ସମ୍ପ୍ରଦାୟର ଲୋକେ ଏକାଠି ଲିଭ୍‌ ଇନ୍‌ରେ ରହୁଥିଲେ ମଧ୍ୟ ବିବାହ କରି ପାରୁ ନାହାଁନ୍ତି। ଜୀବନ ସାରା ଲିଭ୍‌ ଇନ୍‌ରେ ପିଲା ଛୁଆ ବଡ଼ ହୋଇ ଯାଉଛନ୍ତି। ସେମାନଙ୍କର ବିବାହ ହୋଇ ଯାଉଛି। ମାତ୍ର ମାତାପିତାଙ୍କର ବିବାହ ହୋଇ ପାରୁନି। ସେମାନଙ୍କର ଅସୁବିଧା ସମ୍ପର୍କରେ ଅବଗତ ହୋଇ ଏଠାରେ ସାମାଜିକ ସେବା ଜାରି ରଖିଥିବା କେତେକ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଏଭଳି ଲୋକଙ୍କର ବିବାହ କରାଯାଉଛି। ୨୦୧୬ରେ ଏଭଳି ୨୧ ଜଣଙ୍କର ବିବାହ କରାଯାଇଥିବାବେଳେ ୨୦୧୭ରେ ୪୩ ଏବଂ ୨୦୧୮ରେ ୧୩୨ଜଣଙ୍କ ବିବାହ କରାଯାଇଛି। ବେଦୀରେ ଏଭଳି ଲୋକେ ନାତୁଣୀ ନାତିଙ୍କ ମେଳରେ ବସି ବିବାହ କରୁଛନ୍ତି। ତେବେ ସରକାରଙ୍କ କେତେକ ପଦକ୍ଷେପ ଯୋଗୁ ଏବେ ଏଭଳି ଲୋକଙ୍କ ପାଇଁ ବଞ୍ଚିବାର ନୂଆ ରାହା ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri