୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି ଉଭୟେ ଘରେ ଶୋଇଥିଲେ। ସକାଳୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସେମାନେ କବାଟ ଖୋଲି ନ ଥିଲେ।

ସନ୍ଦେହ ହେବାରୁ ପରିବାର ଲୋକେ ଓ ସାହିପଡିଶା କବାଟ ବାଡେଇ ଡାକିଥିଲେ। ମାତ୍ର ଭିତରୁ କୌଣସି ଉତ୍ତର ମିଳି ନ ଥିଲା। ଶେଷରେ ସେମାନେ ମୁରିବାହାଲ ଥାନା ପୋଲିସକୁ ଜଣାଇଥିଲେ। ଖବର ପାଇ କଣ୍ଟାବାଞ୍ଜି ଏସ୍‌ଡିପିଓ ଲକ୍ଷ୍ମୀନାରାୟଣ ମାରାଣ୍ଡି ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିଥିଲେ। କବାଟ ଭାଙ୍ଗି ଘର ଭିତରେ ପଶିବା ପରେ ଉଭୟଙ୍କ ମୃତଦେହ ଘର ଭିତରେ ପଡି ରହିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୫/୨୫) ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା କଣ୍ଟାବାଞ୍ଜି ଏସ୍‌ଡିପିଓ ମାରାଣ୍ଡି କହିଛନ୍ତି। ଦମ୍ପତିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ୪ବର୍ଷ ତଳେ ବିବାହ କରିଥିବା ମାଝୀ ଦମ୍ପତି ନିଃସନ୍ତାନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri