ଅସହାୟ ଯୁବତୀଙ୍କ ବିବାହ କରାଇଲା କିନ୍ନର ସଂଘ

ଯାଜପୁର ଟାଉନ,୧୧ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରସ୍ଥିତ ଜଗନ୍ନାଥ ମନ୍ଦିରରେ ସୋମବାର ଜଣେ ଅସାହାୟ ଯୁବତୀଙ୍କୁ ନିଜ ଉଦ୍ୟମରେ କିନ୍ନର ସଂଘ ବିବାହ କରାଇଛନ୍ତି। ଏହି ଘଟଣା ସାରା ସହରରେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ଯାଜପୁର ସହରର ରଶ୍ମି ସାହୁ ନାମକ ଏହି ଯୁବତୀଙ୍କ ବାପାନାହାନ୍ତି। ତେଣୁ ବାହାଘର ପାଇଁ ରଶ୍ମିଙ୍କ ମା’କିନ୍ନର ସଂଘକୁ ସାହାଯ୍ୟ ମାଗିଥିଲେ। କିନ୍ନର ସଂଘ ଦଶରଥପୁର ବ୍ଲକ୍‌ ଅଧୀନ ଅହିୟାସ ଅଞ୍ଚଳର ଜଗନ୍ନାଥ ସାହୁ ନାମକ ଯୁବକଙ୍କୁ ବିବାହ କରିବା ଲାଗି ଠିକ୍‌ କରିଥିଲେ। ଉଭୟଙ୍କ ପସନ୍ଦ ପରେ ଜଗନ୍ନାଥ ମନ୍ଦିରରେ ରୀତିନୀତି ଅନୁସାରେ ବିବାହ ସମ୍ପନ୍ନ ହୋଇଛି। କିନ୍ନରମାନଙ୍କ ସାହାଯ୍ୟରେ ରଶ୍ମି ଓ ଜଗନ୍ନାଥ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କିନ୍ନର ସଂଘ ନିଜ ସାଥୀମାନଙ୍କଠାରୁ ଅର୍ଥ ଆଦାୟ କରି ଏଭଳି ମହତ୍‌ କାର୍ଯ୍ୟ କରିଥିବାରୁ ବହୁତ ଖୁସିଥିବା କହିଛନ୍ତି। ଝିଅକୁ ମା’ଭଳି ସମସ୍ତ ପର୍ବପର୍ବାଣି ଓ ଦୁଃଖସୁଖରେ ସାହା ହେବେ ବୋଲି କିନ୍ନର ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri