Posted inଅପରାଧ

୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର

ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି ସହ ବିବାହ କରିଦିଆଯାଇଥିଲା। କିନ୍ତୁ ବିବାହର ସାଢ଼େ ୪ ବର୍ଷ ପରେ ସେହି ବ୍ୟକ୍ତିଜଣଙ୍କ ବାଳିକାଙ୍କୁ ତିନି ତଲାକ୍‌ ଦେଇ ବାପ ଘରକୁ ପଠାଇ ଦେଇଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା ହେଉଛି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବାଳିକାଙ୍କ ଭଉଣୀର ଦିଅର। ଯେତେବେଳେ ବାଳିକାଜଣଙ୍କ ‘ଚାଇଲ୍ଡ କେୟାର ହେଲ୍ପଲାଇନ୍‌’ରେ ଅଭିଯୋଗ କରିଥିଲେ ସେତେବେଳେ ପୁରା ଘଟଣା ସାମ୍ନାକୁ ଆସିଥିଲା। ଚାଇଲ୍ଡ ହେଲ୍ପଲାଇନର ସଦସ୍ୟ ବାଳିକାର ଗ୍ରାମକୁ ଯାଇ ସାକ୍ଷାତ୍‌ କରି ଆସିଛନ୍ତି। ଚାଇଲ୍ଡ ହେଲ୍ପଲାଇନ୍‌ ପକ୍ଷରୁ ଏହି ମାମଲାକୁ ଏବେ ପୋଲିସକୁ ହସ୍ତାନ୍ତର କରିଦିଆଯାଇଛି। ହେଲ୍ପଲାଇନର ସଦସ୍ୟା ପୁନମ ଶର୍ମାଙ୍କ କହିବାନୁଯାୟୀ, ବାଳିକାଜଣଙ୍କ ୨୦୧୬ରେ ତାଙ୍କ ଭଉଣୀଙ୍କ ଦିଅରଙ୍କୁ ବିବାହ କରିଥିଲେ।
ଶାମଲି ଜିଲାରେ ରହୁଛନ୍ତି। ଗତ ୪ ଅଗଷ୍ଟରେ ସେ ବାଳିକାଙ୍କୁ ତଲାକ୍‌ ଦେଇଥିବା କହି ତାଙ୍କ ବାପ ଘରେ ଛାଡ଼ି ଦେଇଥିଲେ। ଏହାପରେ ବାଳିକାଜଣଙ୍କ ଚାଇଲ୍ଡ ହେଲ୍ପଲାଇନର ସହାୟତା ନେଇଥିଲେ। ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri