ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କଲେ ବିବାହିତ ବ୍ୟକ୍ତି: ଅଭିଯୁକ୍ତଙ୍କୁ କେରଳରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି, ୨୩।୭ (ଅରୁଣ ସାହୁ): ସାରା ରାଜ୍ୟରେ ନାରୀ ନିର୍ଯାତନା, ଧର୍ଷଣ ଭଳି ଘଟଣା ବୃଦ୍ଧି ପାଉଥିବାବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଧ୍ୟ ଏଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ଦିବ୍ୟାଙ୍ଗ ତଥା ମାନସିକ ଅନଗ୍ରସର ନାବାଳିକାଙ୍କୁ ଜଣେ ବିବାହିତ ପୁରୁଷ ଅସଦାଚରଣ କରିଥିବା ବ୍ରାହ୍ମଣୀଗାଁ ଥାନାରେ ଅଭିଯୋଗ ପରେ ଆଇଆଇଆସି ବିଜୟ କୁମାର ହାଇବୁରୁ ଅଭିଯୁକ୍ତଙ୍କୁ କେରଳର ପାଲସେରୀ ଅଞ୍ଚଳରୁ ଗିରଫ କରିଥିବା କହିଛନ୍ତି। ଗିରଫ ପରେ ଅଭିଯୁକ୍ତଙ୍କୁ ପୋଲିସ ଓଡିଶା ନେଇ ଫେରୁଥିବା କୁହାଯାଇଛି।
ପ୍ରକାଶ ଯେ, ଚଳିତ ୧୧ରେ ନାବାଳିକା ଘରେ ଏକାକୀ ଥିବା ଦେଖି ଅଭିଯୁକ୍ତ ଯୁବରାଜ ଧାଙ୍ଗରାମାଝୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ଅସଦାଚରଣ କରିଥିବା ତାଙ୍କ ପରିବାର ପକ୍ଷରୁ ଥାନାରେ ୧୫ରେ ଅଭିଯୋଗ କରାଯାଇଥିଲା। ପୋଲିସ ଏନେଇ ପୋକ୍ସୋ ଆଇନରେ ମାମଲା (୬୯/୨୫)ରୁଜୁ କରି ତଦନ୍ତ ଚଲାଇଥିଲା ତେବେ ଅଭିଯୁକ୍ତ ରାଜ୍ୟ ବାହାରକୁ ଫେରାର ହୋଇଯାଇଥିବାରୁ ପୋଲିସ ପାଇଁ ଅଭିଯୁକ୍ତଙ୍କୁ ଧରିବାକୁ ଚାଲେଞ୍ଜ ସୃଷ୍ଟି ହୋଇଥିଲା ଆଇଆଇସି ବିଜୟ କୁମାର ହାଇବୁରୁ ଜିଲ୍ଲା ପୋଲିସର ସାଇବର ସେଲର ସହାୟତରେ ଅଭିଯୁକ୍ତଙ୍କ ମୋବାଇଲ ନମ୍ବରକୁ ଟ୍ରାକ୍‌ କରି ଅଭିଯୁକ୍ତଙ୍କୁ କେରଳରୁ ଧରିବାକୁ ସଫଳତା ପାଇଥିବା ଆଇଆଇସି ହାଇବୁରୁ କହିଛନ୍ତି। ଖବରଟି ପ୍ରକାଶିତ ହେଲେ ଅଭିଯୁକ୍ତ ଖସିଯିବା ଆଶଙ୍କା କରି ପୋଲିସ ଘଟଣାକୁ ଚାପି ରଖିଥିଲା ଓ ଗଣମାଧ୍ୟମକୁ ସୂଚନା ଦେବାକୁ ମନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri