Posted inଫୁରସତ

ବିବାହ କଲେ ମାରିଏନା, ଫୋବିଓଲା

ଓ୍ବାଶିଂଟନ୍‌: ସମଲିଙ୍ଗୀ ସମ୍ପର୍କକୁ ଅନେକ ଦେଶ ସ୍ବୀକୃତି ଦେବା ପରେ ଅନେକେ ଏବେ ନିଜ ରିଲେଶନ୍‌ଶିପ୍‌ ଷ୍ଟାଟସ୍‌କୁ ସର୍ବସମ୍ମୁଖରେ ପ୍ରକାଶ କରିବା ଆରମ୍ଭ କରିଛନ୍ତି। ତେବେ ସୁନ୍ଦରୀଙ୍କ ଜଗତରେ ଏବେ ଏହି ସମ୍ପର୍କକୁ ନେଇ ଜୋର୍‌ ଚର୍ଚ୍ଚା ଆରମ୍ଭ ହୋଇଛି । ବର୍ଷ ୨୦୨୦ର ମିସ୍‌ ଗ୍ରାଣ୍ଡ ଆର୍ଜେଣ୍ଟିନା ମାରିଆନା ଭରେଲା ଏବଂ ସିମ୍‌ ଗ୍ରାଣ୍ଡ ପୁଏରତୋ ରିକୋ ଫାବିଓଲା ଖୁବ୍‌ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବାହାଘରକୁ ନେଇ ଏହି ଦୁଇ ସୁନ୍ଦରୀ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଦୁହେଁ ପରସ୍ପରକୁ ମୁଦି ପିନ୍ଧାଉଥିବା ଜାରି ଭିଡିଓରେ ଦେଖିବାକୁ ମିଳିଛି। ଦୁହେଁ
ପୁରତୋ ରିକୋର ଏକ ମ୍ୟାରେଜ୍‌ ଭେନ୍ୟୁ ସମ୍ମୁଖରେ ଛିଡ଼ା ହୋଇଥିବାବେଳେ ହ୍ବାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଫଟୋରେ ନଜରକୁ ଆସିଛନ୍ତି।
ଏକାଧିକ ବର୍ଷ ନିଜ ସମ୍ପର୍କକୁ ଗୋପନ ରଖିବା ପରେ ଆମେ ଏହାକୁ ସର୍ବସମ୍ମୁଖକୁ ଆଣିଛୁ। ମିସ୍‌ ଗ୍ରାଣ୍ଡ ଇଣ୍ଟରନ୍ୟାଶନାଲ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁହେଁ ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିଥିଲେ। ଦିନ ବିତିବା ସାଙ୍ଗକୁ ଦୁହେଁ ପରସ୍ପରର ନିକଟତର ହୋଇଥିଲେ, ଯାହାପରେ ମୋରିଓନା ଓ ଫୋବିଓଲା ପରସ୍ପର ପ୍ରେମରେ ପଡ଼ିଥିବା କୁହାଯାଉଛି। ଉକ୍ତ ଫଟୋରେ ବହୁ ସେଲିବ୍ରିଟି କମେଣ୍ଟ ଜରିଆରେ ଦୁହିଁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨୦୧୯ର ମିସ୍‌ ଗ୍ରାଣ୍ଡ ଇଣ୍ଟରନ୍ୟାଶନାଲ ମଧ୍ୟ ଦୁଇ ସୁନ୍ଦରୀଙ୍କୁ ସେମାନଙ୍କ ବାହାଘର ପାଇଁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri