Posted inଫୁରସତ

ଆଖି ସାମ୍ନାରେ ଚାଲିଗଲା ବନ୍ଧୁଙ୍କ ଜୀବନ, ସଙ୍ଗେ ସଙ୍ଗେ ବନ୍ଧୁପତ୍ନୀଙ୍କୁ କରିନେଲେ ବିବାହ

କୁହାଯାଏ, ଜଣେ ବନ୍ଧୁ ହିଁ ସବୁକିଛି କରିପାରେ। ଯେତେବଡ଼ ଅସୁବିଧାରେ ପଡ଼ିଥିଲେ ମଧ୍ୟ ସଚ୍ଚା ବନ୍ଧୁଟି ଆଗେ ଦୌଡ଼ି ଆସେ ସାହାଯ୍ୟ ସହଯୋଗ କରିବା ପାଇଁ। ଠିକ୍‌ ସେମିତି ଏକ ଘଟଣା ଘଟିଛି ଜଣେ ବ୍ୟକ୍ତିଙ୍କ ଠାରେ। ଦୁଇ ବନ୍ଧୁଙ୍କର ବୁଲାବୁଲିରେ ବେଶ୍‌ ରୁଚି ଥିଲା। ଦୁଇଜଣ ମିଶି ପାହାଡ଼ ଚଢୁଥିଲେ। ଆଲେକ୍ସ ଲୋ ଏବଂ କୋନାର୍ଡ ଏଙ୍କର ନାମକ ଦୁଇ ବନ୍ଧୁ। ସବୁବେଳେ ଦୁହେଁ ଭାବିଥାନ୍ତି କେବେ ବି ଅଲଗା ହେବା ନାହିଁ। ମାତ୍ର ଭଗବାନଙ୍କ ନିୟମ ଆଉ କିଛି ଅଲଗା ଥିଲା।

୧୯୯୯ ମସିହାରେ ଆଲେକ୍ସ ୨୬୦୦୦ ଫୁଟ ଉଚ୍ଚ ପର୍ବତ ଶିଶାପାଙ୍ଗ୍‌ମାରୁ ପଡ଼ି ମୃତ୍ୟୁବରଣ କରିଥିଲେ। ଏହି ସମୟରେ କୋନାର୍ଡ ତାଙ୍କ ସହ ଥିଲେ। ଏହି ଘଟଣାରେ ୩୧ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଥିଲା। ଏକୁଟିଆ କୋନାର୍ଡ ବଞ୍ଚି ଯାଇଥିଲେ। ଏ ବିଷୟରେ ସେ ଆଲେକ୍ସଙ୍କ ସ୍ତ୍ରୀଙ୍କୁ ଖବର ଦେଇଥିଲେ।

ଆଲେକ୍ସ ସ୍ତ୍ରୀ ଏବଂ ୩ ସନ୍ତାନଙ୍କୁ ଛାଡ଼ି ଚାଲିଗଲେ। କୋନାର୍ଡଙ୍କ ମନରେ ଥିଲା ସେ ତାଙ୍କ ବନ୍ଧୁଙ୍କ ପରିବାରକୁ ସାହାଯ୍ୟ ସହଯୋଗ କରିବେ। କୋନାର୍ଡ ସାହସ ଜୁଟାଇ ବନ୍ଧୁଙ୍କ ସ୍ତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ଏଥିରେ ବି ରାଜି ହୋଇଯାଇଥିଲେ ଆଲେକ୍ସଙ୍କ ସ୍ତ୍ରୀ। କୋନାର୍ଡ ୩ ସନ୍ତାନଙ୍କ ପିତା ହୋଇଗଲେ। ଆଲେକ୍ସଙ୍କ ବୟସ ୪୦ ଏବଂ କୋନାର୍ଡଙ୍କ ବୟସ ୩୬। ଏହି କାହାଣୀ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। କିଛି ଲୋକ ଏହା ଜାଣି ଭାବପ୍ରବଣ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri