ଇମ୍ରାନଙ୍କୁ କଡ଼ା ସମାଲୋଚନା କଲେ ମରିୟମ

ଇସଲାମାବାଦ,୨ା୫: ପିଏମ୍‌ଏନ୍‌-ଏଲ୍‌ ନେତା ତଥା ଜାତୀୟ ସଭାର ସଦସ୍ୟ ମରିୟମ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି, ଇମ୍ରାନଙ୍କ ଅପରିଣାମଦର୍ଶିତାକୁ ନେଇ ଦେଶର ଲୋକମାନେ ଅସୁବିଧା ଭୋଗ କରୁଛନ୍ତି। ଇମ୍ରାନଙ୍କ ଭୁଲ ନୀତି ଯୋଗୁ ଦେଶରେ ମୁଦ୍ରାସ୍ଫୀତି ବଢ଼ିଛି। ଏହି କାରଣରୁ ଦେଶରେ ବେକାରୀଙ୍କ ସଂଖ୍ୟା ମଧ୍ୟ ବହୁତ ବୃଦ୍ଧି ପାଇଛି।

ଇସଲାମାବାଦରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମରିୟମ କହିଛନ୍ତି, ପ୍ରଧାନମନ୍ତ୍ରୀ ଥିବାବେଳେ ଇମ୍ରାନ ତାଙ୍କ ଅଧିକାରର ଅପବ୍ୟବହାର କରିଛନ୍ତି। ସେ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ଏବଂ ଅନ୍ୟ ନେତାମାନଙ୍କୁ ପ୍ରଭାବିତ କରିବା ପାଇଁ କ୍ଷମତାର ସୁଯୋଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri