‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। ତନରଡ଼ାସ୍ଥିତ ଆଇଆର୍‌ବି ସତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି
ସୁଧାକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାର୍ଶାଲ ଆର୍ଟ ବା ଆତ୍ମରକ୍ଷା ତାଲିମ ବହୁ ପୂର୍ବରୁ ଅଛି ବୋଲି କହିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏକ ରାଷ୍ଟ୍ରର ଯବାନ ମାନେ ମାର୍ଶାଲ ଆର୍ଟ ମାଧ୍ୟମରେ ପ୍ରତିପକ୍ଷଙ୍କୁ ମୁକାବିଲା କରିଥିଲେ। ଯେତେବେଳେ ଯୁଦ୍ଧରେ ଗୁଳି ଗୋଳା ସରିଯାଏ ସେତେବେଳେ ମାର୍ଶାଲ ଆର୍ଟ ମାଧ୍ୟମରେ ନିଜକୁ ସୁରକ୍ଷିତ ରଖିବା ସହ ପ୍ରତିପକ୍ଷକୁ ମୁକାବିଲାରେ ସହାୟକ ହୋଇଥାଏ ବୋଲି ମିଶ୍ର କହିଥିଲେ। ଛାତ୍ରୀ ମାନେ ଆତ୍ମରକ୍ଷା ତାଲିମ ନେବାପରେ ସେମାନଙ୍କ ମଧ୍ୟରେ ଆତ୍ମବିଶାସ ବଢିବ। ରାସ୍ତାରେ ସେମାନେ ଏକୁଟିଆ ଗଲାବେଳେ ଆଉ ଏକୁଟିଆ ଅନୁଭବ କରିବେ ନାହିଁ ବୋଲି ସେ ପ୍ରକାଶ କରିଥିଲେ। ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଅଧ୍ୟକ୍ଷତା କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ସଂଯୋଜନା କରିଥିଲେ। ଅଧ୍ୟାପିକା ବିଶ୍ମିତା ଛତର, କଳ୍ପନା ସାଣ୍ଢ, ଅଧ୍ୟାପକ ସୁନିଲ ଦାସ, ବିଦେଶୀ ରାଉତ, ଡ ସୀମାଞ୍ଚଳ ବେହେରା, ଦିଗନ୍ତ ଜେନା, ଦାମୋଦର ରଥ ପ୍ରମୁଖ ଉପସ୍ଥିତ ରହି ନିଜ ମତ ରଖିଥିଲେ। ଏହି ଅବସରରେ ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ ନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri