Posted inଖେଳ

ହସ୍ପିଟାଲରୁ ଘରକୁ ଫେରିଲେ ମାର୍ଟିନ: ପ୍ରଶସଂକଙ୍କୁ କହିଲେ…

ମେଲବୋର୍ନ,୧୭।୧: ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟର ଡାମିଏନ ମାର୍ଟିନ ଶନିବାର ହସ୍ପିଟାଲରୁ ଘରକୁ ଫେରିଛନ୍ତି। ଗତ ଡିସେମ୍ବର ୨୭ ତାରିଖରେ ମେନିଙ୍ଗିଟିସ ଆଟାକ କାରଣରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏପରି କି ସେ କୋମାକୁ ଚାଲି ଯାଇଥିଲେ।

ସୁସ୍ଥ ହୋଇ ଘରକୁ ଫେରିଥିବାରୁ ମାର୍ଟିନ ଖୁସି ବ୍ୟକ୍ତ କରିଛନ୍ତି। ସମୁଦ୍ର କୂଳରେ ଚାଲିପାରୁ ଥିବାରୁ ଏବଂ ମୋ ପରିବାର ପ୍ରତି ସମର୍ଥନ ବ୍ୟକ୍ତ କରିଥିବା ପ୍ରତ୍ୟେକଙ୍କୁ ଧନ୍ୟବାଦ। ଏହି ଅଭିଜ୍ଞତା ମନେପକାଇ ଦେଉଛି ଯେ, ଜୀବନ କେତେ କ୍ଷଣସ୍ଥାୟୀ ଏବଂ ସମୟ କେତେ ମୂଲ୍ୟବାନ ବୋଲି ମାର୍ଟିନ ଏକ୍ସ’ରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୋଟ୍‌ ନାବାଳିକା ବଳାତ୍କାର ମାମଲା: ଅପରାଧୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରାଜକୋଟ୍‌,୧୭ା୧: ୭ ବର୍ଷର ବାଳିକାଙ୍କୁ ବଳାତ୍କାର କରିବା ସହ ଲୁହା ରଡ୍‌ରେ ଯୌନ ନିର୍ଯାତନା ଦେବା ମାମଲାରେ ଗୁଜରାଟ ରାଜକୋଟ୍‌ର ଏକ ଅଦାଲତ ଅଭିଯୁକ୍ତଙ୍କୁ ମୃତ୍ୟୁ...

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ...

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ...

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ...

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ...

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା...

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି।...

ନିଶା ଠାରୁ ଦୂରେଇ ଭବିଷ୍ୟତ ଚିନ୍ତା କରିବାକୁ  ଛାତ୍ରୀଛାତ୍ରଙ୍କ ଏମିତି ପ୍ରୟାସ 

ଭଞ୍ଜନଗର,୧୭।୧(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡାଙ୍କ ନିର୍ଦ୍ଧେଶକ୍ରମେ  ଏବଂ କେଏସୟୁବି କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri