ମାରୁତି ସେଲେରିଓ ଜିତିଲେ ରୋନକ ଅଗ୍ରୱାଲ

ଭୁବନେଶ୍ୱର,୨୦।୧(ଅଭୟ ଦାଶ): କିସ୍ନା ଜୁଏଲେରିର ବହୁ ପ୍ରତୀକ୍ଷିତ ‘ଲକି ଡ୍ର’ ବିଜେତାଙ୍କ ନାମ ନିକଟରେ ଘୋଷଣା କରାଯାଇଛି। ଏପରିକି କିସ୍ନା ଜୁଏଲେରିର ଗ୍ରାହକ ତଥା ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବାସିନ୍ଦା ରୋନକ ଅଗ୍ରୱାଲ ଏହି ଲକି ଡ୍ର’ ଜରିଆରେ ଏକ ମାରୁତି ସେଲେରିଓ କାର ଜିତିଥିବା ପଟିଆସ୍ଥିତ କିସ୍ନା ଜୁଏଲେରି ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି କିସ୍ନା ଜୁଏଲେରିର ଅନ୍ୟତମ ଭାଗ୍ୟଶାଳୀ ଗ୍ରାହକ ଆଶୁତୋଷ ମହାନ୍ତି ଲକି ଡ୍ର ଜରିଆରେ ୫୦୦୦ଟଙ୍କା ପୁରସ୍କାର ପାଇଥିବା ବେଳେ ସ୍ମୃତିରଞ୍ଜନ ରାଉତ ୩୦୦୦ ଟଙ୍କାର ପୁରସ୍କାର ଉପହାର ସ୍ବରୂପ ଜିତିଛନ୍ତି। ଏ ସମ୍ପର୍କରେ କିସ୍ନା ଜୁଏଲେରିର ମାଲିକ ଅମିତ ଅଗ୍ରଓ୍‌ାଲ କହିଛନ୍ତି, ଏହା ପ୍ରଥମ ଥର ନୁହେଁ, ଆମେ ଆମର ମୂଲ୍ୟବାନ ଗ୍ରାହକଙ୍କ ସହ ଆମର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏଭଳି ଅନେକ ପଦକ୍ଷେପ ନେଇଛୁ। ଏପରିକି ଲକି ଡ୍ର’ର ଭାଗ୍ୟଶାଳୀ ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ମଧ୍ୟ ଗ୍ରାହକଙ୍କ ପାଇଁ ସମାନ ଧରଣର ଅଫର ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?