ଦର ବଢ଼ାଇବ ମାରୁତି ସୁଜୁକି

ନୂଆଦିଲ୍ଲୀ, ୭ା୪: ଦେଶର ଅଗ୍ରଣୀ କାର୍‌ ନିର୍ମାଣ କର୍ମାନୀ ମାରୁତି ସୁଜୁକି ଇଣ୍ଡିଆ (ଏମ୍‌ଏସ୍‌ଆଇ) ଏପ୍ରିଲ୍‌ରେ ନିଜ ଗାଡ଼ିଗୁଡ଼ିକର ଦର ବୃଦ୍ଧି କରିବ। ମାରୁତି ସୁଜିକି ପକ୍ଷରୁ ଶେୟାର ବଜାରକୁ ଦିଆଯାଇଥିବା ସୂଚନା ଅନୁସାରେ, ଗତ ଏକ ବର୍ଷ ହେଲା କମ୍ପାନୀର ଗାଡ଼ିଗୁଡ଼ିକର ନିର୍ମାଣ ଖର୍ଚ୍ଚ ବୃଦ୍ଧି ପାଇଛି। ତେଣୁ କମ୍ପାନୀ ପକ୍ଷରୁ ଗାଡ଼ିଗୁଡିକର ଦର ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ ମାସରୁ କମ୍ପାନୀ ନିଜ ଗାଡ଼ିଗୁଡିକର ଦର ବୃଦ୍ଧି କରିବାକୁ ଯାଉଥିବା ବେଳେ ବିଭିନ୍ନ ମଡେଲ୍‌ର ଦର ଭିନ୍ନ ଭିନ୍ନ ରହିବ। ସୂଚନାଯୋଗ୍ୟ, ୨୦୨୧-୨୨ ଆର୍ଥିକ ବର୍ଷରେ ମାରୁତି ସୁଜୁକିର ଗାଡ଼ି ଦରରେ ସର୍ବାଧିକ ୮.୮% ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri