ଦର ବଢ଼ାଇବ ମାରୁତି ସୁଜୁକି

ନୂଆଦିଲ୍ଲୀ, ୭ା୪: ଦେଶର ଅଗ୍ରଣୀ କାର୍‌ ନିର୍ମାଣ କର୍ମାନୀ ମାରୁତି ସୁଜୁକି ଇଣ୍ଡିଆ (ଏମ୍‌ଏସ୍‌ଆଇ) ଏପ୍ରିଲ୍‌ରେ ନିଜ ଗାଡ଼ିଗୁଡ଼ିକର ଦର ବୃଦ୍ଧି କରିବ। ମାରୁତି ସୁଜିକି ପକ୍ଷରୁ ଶେୟାର ବଜାରକୁ ଦିଆଯାଇଥିବା ସୂଚନା ଅନୁସାରେ, ଗତ ଏକ ବର୍ଷ ହେଲା କମ୍ପାନୀର ଗାଡ଼ିଗୁଡ଼ିକର ନିର୍ମାଣ ଖର୍ଚ୍ଚ ବୃଦ୍ଧି ପାଇଛି। ତେଣୁ କମ୍ପାନୀ ପକ୍ଷରୁ ଗାଡ଼ିଗୁଡିକର ଦର ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ ମାସରୁ କମ୍ପାନୀ ନିଜ ଗାଡ଼ିଗୁଡିକର ଦର ବୃଦ୍ଧି କରିବାକୁ ଯାଉଥିବା ବେଳେ ବିଭିନ୍ନ ମଡେଲ୍‌ର ଦର ଭିନ୍ନ ଭିନ୍ନ ରହିବ। ସୂଚନାଯୋଗ୍ୟ, ୨୦୨୧-୨୨ ଆର୍ଥିକ ବର୍ଷରେ ମାରୁତି ସୁଜୁକିର ଗାଡ଼ି ଦରରେ ସର୍ବାଧିକ ୮.୮% ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କ୍ଲୋରୋକ୍ୱିନ୍‌ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍‌ ମେଡ଼ିକାଲ୍‌ କାଉନସିଲ୍‌ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ...

ଅଶୋଧିତ ତୈଳରେ ୫ ଡଲାର ହ୍ରାସ

ନୂଆଦିଲ୍ଲୀ, ୨୩ା୬: ବୁଧବାର ଅଶୋଧିତ ତୈଳ ଦର ପ୍ରାୟ ୫ ଡଲାର ହ୍ରାସ ପାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଫୁଏଲ୍‌ ଉପରେ ଟିକସ ହ୍ରାସ...

ଅନୀଲ ଅମ୍ବାନୀଙ୍କ ବିରୋଧରେ ୩ ଚାଇନା ବ୍ୟାଙ୍କର ମାମଲା

ନୂଆଦିଲ୍ଲୀ,୧୦-୧୧: ରିଲାଏନ୍ସ ପ୍ରମୋଟର ଅନୀଲ ଅମ୍ବାନୀଙ୍କ ବିରୋଧରେ ଚାଇନାର ୩ ବ୍ୟାଙ୍କ ଲଣ୍ଡନର ଏକ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ଆଣ୍ଡ କମର୍ସିଆଲ ବ୍ୟାଙ୍କ ଅଫ୍‌...

କ୍ଷୁଦ୍ରଶିଳ୍ପକୁ ସହାୟତା ଦେବ ପିଏନ୍‌ବି

ଭୁବନେଶ୍ୱର,୩୧।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଜାତୀୟ କ୍ଷୁଦ୍ରଶିଳ୍ପ ଦିବସ ବ୍ୟାଙ୍କ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ପକ୍ଷରୁ ‘ପିଏନ୍‌ବି ସେବା...

୩୮ କୋଇଲା ଖଣି ନିଲାମ ହେବ

ନୂଆଦିଲ୍ଲୀ,୪।୯: କମର୍ସିଆଲ ଖୋଇଲା ଖଣି ନିଲାମ ଲାଗି ଜାରି ହୋଇଥିବା ଖଣିଗୁଡିକର ତାଲିକାରେ ସରକାର କିଛିଟା ସଂଶୋଧନ କରିଛନ୍ତି। ନୂଆ ତାଲିକା ମୁତାବକ ୩୮ କୋଇଲା...

ରିଲାଏନ୍ସ ରିଟେଲରେ ୫୫୩୧ କୋଟି ନିବେଶ କଲା ଆଡିଆ

ମୁମ୍ବାଇ:ଆବୁଧାବି ଇନ୍‌ଭେଷ୍ଟମେଣ୍ଟ ଅଥରିଟି(ଆଡିଆ) ରିଲାଏନ୍ସ ରିଟେଲରେ ନିବେଶ ଲାଗି ଆଗେଇ ଆସିଛି। ଏହି କମ୍ପାନୀ ୫,୫୧୩ କୋଟି ନିବେଶ କରିବ। ବର୍ତ୍ତମାନ ସୁଦ୍ଧା ରିଲାଏନ୍ସ ରିଟେଲରେ...

ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୬ ମାସ ସମୟ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀଙ୍କ ଘୋଷଣାରୁ ରିୟଲ ଇଷ୍ଟେଟ କ୍ଷେତ୍ରକୁ ଆଶ୍ୱସ୍ତି ମିଳିଛି। ଏହି କ୍ଷେତ୍ରର ବିଭିନ୍ନ ପରିଯୋଜାନକୁ ସମ୍ପୂର୍ଣ୍ଣ କରିବା ଲାଗି ସରକାର ଅତିରିକ୍ତ ୬ ମାସ...

କେୟର୍ନ ମାମଲାରେ ଭାରତର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ:  ବ୍ରିଟେନ କମ୍ପାନୀ କେୟର୍ନ ଏନର୍ଜି ପିଏଲ୍‌ସିକୁ ୧.୨ ବିଲିୟନ ଡଲାର ଫେରାଇବା ଲାଗି ଭାରତ ସରକାରଙ୍କ ବିରୋଧରେ ଅନ୍ତଃରାଷ୍ଟ୍ରୀୟ ମଧ୍ୟସ୍ଥତା ଅଦାଲତ ଶୁଣାଣି କରିଥିଲେ। ଏହି...

Advertisement
Archives

Model This Week