ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ

କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି।
ଏହି ନିର୍ବାଚନରେ ଯୁବାମଞ୍ଚ ର ୪୨ ଜଣସଦସ୍ୟ ଅଂଶଗ୍ରହଣ କରିଥିଲେ। ଏଥିରେ ସର୍ବସମ୍ମତି କ୍ରମେ ବିକାଶ ଚନ୍ଦ୍ର ଅଗ୍ରୱାଲ (ବିକ୍କି) ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ନିଖିଲେଶ ଅଗ୍ରୱାଲଙ୍କୁ ସଚିବ, ସୁରଜ ଅଗ୍ରୱାଲଙ୍କୁ ଉପାଧ୍ୟକ୍ଷ ଓ ବିବେକ ଜୈନଙ୍କୁ କୋଷାଧ୍ୟକ୍ଷ ଭାବେ ଚୟନ କରାଯାଇଛି। ଉକ୍ତ ମଞ୍ଚର ଅଧ୍ୟକ୍ଷ ମାରବାଡି ଯୁବମଞ୍ଚର ବିଭିନ୍ନ ସମସ୍ୟା, ଉନ୍ନତି ମୂଳକ କାର୍ଯ୍ୟ କରିବା ସହ ସମାଜର ଉତ୍ତୋରୋତ୍ତର ଶୁଭ କାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri