Posted inଖେଳ

ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ବକ୍ସିଂ ଆଇକନ, ଜାଣନ୍ତୁ ବିଚ୍ଛେଦ ହେବାର କାରଣ…

ନୂଆଦିଲ୍ଲୀ,୮ା୪: ଅଲିମ୍ପିକ୍‌ ବ୍ରୋଞ୍ଜ ମେଡାଲିଷ୍ଟ ତଥା ବକ୍ସିଂ ଆଇକନ ମେରୀ କମ ତାଙ୍କ ସ୍ବାମୀ କେ ଅନଲରଙ୍କଠାରୁ ଅଲଗା ହୋଇଯାଇଛନ୍ତି। ଏକ ଜାତୀୟ ଇଂଲିଶ ଖବରକାଗଜରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ ମଣିପୁର ବିଧାନସଭା ନିର୍ବାଚନରେ ଅନଲରଙ୍କ ପାର୍ଥତ୍ତ୍ୱ ଦାଖଲ ପରଠାରୁ ଦୁହିଁଙ୍କ ମଧ୍ୟରେ ମନାନ୍ତର ଆରମ୍ଭ ହୋଇଥିଲା। ନିର୍ବାଚନରେ ବିଫଳତା ସତ୍ତ୍ୱେ ସେମାନଙ୍କ ସମ୍ପର୍କରେ ସୁଧାର ଅସି ନ ଥିଲା। ପରିବାର ନିକଟସ୍ଥ ସୂତ୍ରରୁ ଜଣାପଡ଼ିଛି ଯେ, ମେରୀ ୪ ଛୁଆଙ୍କ ସହ ଫରିଦାବାଦ ଶିପ୍ଟ ହୋଇଯାଇଥିବା ବେଳେ ଅନଲର ତାଙ୍କ ପରିବାର ସଦସ୍ୟଙ୍କ ସହ ଦିଲ୍ଲୀରେ ରହୁଛନ୍ତି। ନିର୍ବାଚନରେ ହୋଇଥିବା ଆର୍ଥିକ କ୍ଷତି ଯୋଗୁ ମେରୀ ଅସନ୍ତୁଷ୍ଟ ଥିଲେ।

ଏହି ରିପୋର୍ଟ ମୁତାବକ, ଅନଲର ପ୍ରାରମ୍ଭିକ ଭାବେ ରାଜନୀତିରେ ପ୍ରବେଶ କରିବା ଲାଗି ଇଚ୍ଛୁକ ନ ଥିଲେ। ତାଙ୍କୁ ମେରୀ ବୁଝାଇବା ପରେ ସେ ରାଜି ହୋଇଥିଲେ। କିନ୍ତୁ ନିର୍ବାଚନରେ ପରାଜୟ ଓ ଆର୍ଥିକ କ୍ଷତି ସେମାନଙ୍କ ବିଚ୍ଛେଦ ହେବାର କାରଣ ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?