ଇମ୍ରାନଙ୍କୁ ମାଙ୍କଡ଼ ସହ ତୁଳନା କଲେ ମରୀୟମ

ଇସଲାମାବାଦ୍‌,୨୯।୩: ପାକିସ୍ତାନରେ ରାଜନୈତିକ ସଙ୍କଟ ଦେଖାଦେଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ଚେୟାରକୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ଅନ୍ୟପକ୍ଷରେ ଅନେକ ବିରୋଧୀଦଳ ନେତା ତାଙ୍କ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ଏହି କ୍ରମରେ ପାକିସ୍ତାନର ବିରୋଧୀ ଦଳ ପିଏମ୍‌ଏ-ଏନ୍‌ର ଜାତୀୟ ଉପାଧ୍ୟକ୍ଷା ମରିୟମ ନୱାଜ ମଧ୍ୟ ଇମ୍ରାନଙ୍କୁ ଟାର୍ଗେଟ କରିଛନ୍ତି।
ଏକ ରାଲିରେ ମରିୟମ କହିଛନ୍ତି, ଯେତେବେଳେ ମାଙ୍କଡ଼ର ପାଦ ଜଳିଯାଏ, ସେ ନିଜ ପିଲାମାନଙ୍କ ଉପରେ ପାଦ ରଖିଦିଏ। ସେହିପରି ଇମ୍ରାନ ଲୋକଙ୍କ ଉପରେ ପାଦ ରଖିଛନ୍ତି। ସେ ଇମ୍ରାନଙ୍କୁ ଚ୍ୟାଲେଞ୍ଜ କରି କହିଥିଲେ, ୧୭୨ ନମ୍ବର ପୂରଣ କରି ଇମ୍ରାନ ଦେଖାନ୍ତୁ। ପାକିସ୍ତାନୀ ଜାତୀୟ ସଭାରେ ୩୪୨ ସଦସ୍ୟ ଅଛନ୍ତି। ଇମ୍ରାନଙ୍କୁ ବହୁମତ ସାବ୍ୟସ୍ତ କରିବା ପାଇଁ ୧୭୨ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। କିନ୍ତୁ ଏବେ ତାଙ୍କ ପାଖରେ କେବଳ ୧୫୫ ସଦସ୍ୟ ସମର୍ଥନ ରହିଛି। ଇମ୍ରାନଙ୍କ ବିରୋଧରେ ସଂସଦରେ ଅନାସ୍ଥା ପ୍ରସ୍ତାବ ଆଗତ ହୋିଛି। ମାର୍ଚ୍ଚ ୩୧ରେ ଭୋଟିଂ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri