ଭାରତ ଚାଲିଯାଆନ୍ତୁ ଇମ୍ରାନ: ମରିୟମ

ଇସଲାମାବାଦ,୯ ।୪: ପାକିସ୍ତାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଭାଷଣକୁ ନେଇ ଏବେ ପୁଣିଥରେ ରାଜନୀତି ହୋଇଛି ସରଗରମ । ଇମ୍ରାନ ତାଙ୍କ ଭାଷଣରେ ଭାରତକୁ ପ୍ରଶଂସା କରିବା ଫଳରେ ଏଭଳି ରାଜନୈତିକ ଟଣାଭିଡା ଆରମ୍ଭ ହୋଇଯାଇଛି । ଏହି ଘଟଣାରେ ପାକିସ୍ତାନ ମୁସଲିମ ଲିଗର ନେତା ତଥା ନୱାଜ ଶରିଫଙ୍କ ଝିଅ ମରିୟମ ନୱାଜ ଇମ୍ରାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯଦି ଇମ୍ରାନ ଭାରତକୁ ଏତେ ପସନ୍ଦ କରୁଛନ୍ତି ତେବେ ପାକିସ୍ତାନ ଛାଡି ସେ ସେଠାକୁ ଚାଲି ଯାଉ ନାହାନ୍ତି କାହିଁକି ।
ଶାସନ କ୍ଷମତା ହାତରୁ ଚାଲିଯାଉଥିବା ବେଳେ ଇମ୍ରାନ ଏବେ ପାଗଳ ହୋଇଯାଇଛନ୍ତି । ହେଲେ ସେ ବୁଝିବା ଦରକାର କି ତାଙ୍କରି ଦଳ ହିଁ ତାଙ୍କୁ ବାହାରର ରାସ୍ତା ଦେଖାଇଛି । ପାକିସ୍ତାନରେ ଯେବେଠାରୁ ବିରୋଧି ଇମ୍ରାନଙ୍କ ବିରୋଧରେ ସ୍ୱର ଉଠାଇଛନ୍ତି ସେବେଠାରୁ ଇମ୍ରାନ ଭାରତର ବୈଦେଶିକ ନୀତିର ପ୍ରଶଂସା କରି ଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଡେବ୍ୟୁ କରିବେ ମଲାଇକା-ଅରବାଜଙ୍କ ପୁଅ ଅରହାନ୍‌, ଜବରଦସ୍ତ ଆକ୍ସନ ସିନେମାରେ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri