ଇମ୍ରାନଙ୍କୁ ଟାର୍ଗେଟ୍‌ କଲେ ମରିୟମ

ଇସଲାମାବାଦ,୨୭ା୩: ପାକିସ୍ତାନର ଇମ୍ରାନ ସରକାର ଏବେ ଟଳମଳ। ଯେଉଁଥିପାଇଁ ପ୍ରଧାନମନ୍ତ୍ରୀ ରବିବାର ଇସଲାମାବାଦରେ ଏକ ମେଗା ରାଲି କରିବାକୁ ଯାଉଛନ୍ତି। ବିରୋଧୀ ଦଳର ପାକିସ୍ତାନୀ ମୁସଲିମ ଲିଗ୍‌-ନଓ୍ବାଜର ଉପାଧ୍ୟକ୍ଷ ଇମ୍ରାନଙ୍କ ଏହି ରାଲିରେ ମରିୟମ ନଓ୍ବାଜ ତାଙ୍କୁ ଟାର୍ଗେଟ କରିଛନ୍ତି। ଲାହୋରରେ ଆରମ୍ଭ ହୋଇଥିବା ତାଙ୍କ ପଦଯାତ୍ରାରେ ମରିୟମ କହିଛନ୍ତି, ଇମ୍ରାନଙ୍କ ନେତୃତ୍ୱାଧୀନ ସରକାର ବିଦାୟ ନେବାକୁ ଯାଉଛନ୍ତି ଏବଂ ବିରୋଧୀଦଳ ମଧ୍ୟ ଇସଲାମାବାଦକୁ ପ୍ରଧାନମନ୍ତ୍ରୀଙ୍କୁ ବିଦାୟ ଦେବାକୁ ଯାଉଛନ୍ତି।

ମରିୟମ କହିଛନ୍ତି, ଇମ୍ରାନ ମଧ୍ୟ ଜାଣନ୍ତି ଯେ ତାଙ୍କ ସରକାର ଆଉ ନାହିଁ। ସେଥିପାଇଁ ସେ ପ୍ରତିଦିନ ପାଟି କରୁଛନ୍ତି। ପିଏମ୍‌ଏଲ୍‌-ଏନ୍‌ ନେତା ତାଙ୍କ ପଦଯାତ୍ରାରେ କହିଛନ୍ତି, ଅଯୋଗ୍ୟ ସରକାର ଏବଂ ମୁଦ୍ରାସ୍ଫୀତି କାରଣରୁ ତାଙ୍କ ଦଳର ସୁପ୍ରିମୋ ନଓ୍ବାଜ ସରିଫ୍‌ଙ୍କ ନାମ ସମସ୍ତଙ୍କ ମୁହଁରୁ ବାହାରୁଛି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଇମ୍ରାନଙ୍କୁ ହଟାଇବା ପାଇଁ ବିରୋଧୀ ଦଳ ନୁହେଁ ତାଙ୍କ ସରକାର ହିଁ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri