ମାସାନ୍ତମେରୁ ଯାତ୍ରା ଉଦ୍‌ଯାପିତ

ଭଞ୍ଜନଗର, ୧୪।୪(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚର ବୁଧବାର ମାସନ୍ତ ମେରୁ ଯାତ୍ରା ହୋଇଥିଲା। ଭଞ୍ଜନଗର ଅଞ୍ଚଳର ବିଭିନ୍ନ ମେରୁ ଯାତ୍ରା ପଡିଆରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା। ଏଥିସହ ଗାଲେରି ଯାତ୍ରା ଦେଖିବା ପାଇଁ ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା। ବିଭିନ୍ନ ମେରୁ ପଡିଆରେ ଭିଡକୁ ଦେଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଆଜି ଧୂଳି ଦଣ୍ଡ, ପାଣି ଦଣ୍ଡ, ଅଗ୍ନିଦଣ୍ଡ ନାଚ ହୋଇଥିଲା। ଗୁରୁବାର ସଂକ୍ରାନ୍ତି ଅବସରରେ କେତେକ ସ୍ଥାନରେ ସଂକ୍ରାନ୍ତି ମେରୁ ଯାତ୍ରା ମଧ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଗହଣା, ଟଙ୍କା ଚୋରି ଘଟଣାରେ ୪ ଗିରଫ

ବ୍ରହ୍ମପୁର ଅଫିସ, ୮।୬: ବଡବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ ନିକଟ ଗାୟତ୍ରୀ ବିହାରରେ ସୁଶାନ୍ତ ମିଶ୍ରଙ୍କ ଘରୁ ଲୁଟେରା ଗ୍ୟାଙ୍ଗ ଗତ ୩୧ ତାରିଖ ବିଳମ୍ବିତ...

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ମୃତଦେହ ଉଦ୍ଧାର

ପୁରୁଷୋତ୍ତମପୁର,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ...

୮ ଫୁଟର ଅଜଗର ଉଦ୍ଧାର

କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା...

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ:  ଥଇଥାନ କରା ନ ଗଲେ ଆନ୍ଦୋଳନ

ଗଞ୍ଜାମ,୧୨ା୩(ଡି.ଏନ.ଏ.)- ଗଞ୍ଜାମ ସହର ସାନବଜାର ଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଛେଦ କରାଯିବ। ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ...

ମା ଦଣ୍ଡ କାଳୀଙ୍କ ପ୍ରସିଦ୍ଧ  ୨୧ ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ 

ପୁରୁଷୋତ୍ତମ ପୁର,୨୫/୩(ଡିଏନ୍ଏ) ଗଞ୍ଜାମ ଜିଲ।ର ପ୍ରସିଦ୍ଧ ମା ଦଣ୍ଡ କାଳୀ ଙ୍କ ୨୧ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ ହୋଇଛି। ଗତ ତିନି ବର୍ଷ ହେଲା ମହାମାରି...

ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ...

ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼...

ନାହାନ୍ତି ୧୧ ଡାକ୍ତର, ନାହିଁ ମହାପ୍ରୟାଣ ଗାଡ଼ି

ଛତ୍ରପୁର,୨୩।୫(ଡି.ଏନ.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ...

Advertisement
Archives

Model This Week