ମଶାଣି ଜମି ଜବରଦଖଲ ଅଭିଯୋଗ: ଜମି ନ ଛାଡିଲେ ଅଞ୍ଚଳରେ ଉତ୍ତେଜନା…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତର ମୁଖ୍ୟ ମଶାଣି ଜମିକୁ କିଛି ବ୍ୟକ୍ତି ଜବରଦଖଲ କରି ରଖିଛନ୍ତି। ଧୀରେଧୀରେ ମଶାଣିର ବିସ୍ତିର୍ଣ୍ଣ ଜମି ଏବେ ସଙ୍କୁୁଚିତ ହୋଇପଡିଛି। ଜବରଦଖଲକାଙ୍କୁ ଅଞ୍ଚଳବାସୀ ବାରମ୍ବାର ଜଣାଇଲେ ମଧ୍ୟ ଜବରଦଖଲକାରୀ ଜମି ଛାଡିବା ବଦଳରେ ଧୀରେଧୀରେ ଏକାଧିକ ଲୋକ ଜମିକୁ ଜବରଦଖଲ କରିବାରେ ଲାଗିଛନ୍ତି। ଫଳରେ ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମଶାଣିର ଆବଶ୍ୟକତା ଜରୁରୀ ରହିଛି। ତେବେ ମଶାଣି ଜମିକୁ ଜବରଦଖଲ ଯୋଗୁ ଏବେ ସେଠାରେ ମୃତଦେହ ସଂସ୍କାର କରିବା କଷ୍ଟ ହୋଇପଡୁଛି ତେଣୁ ଅଞ୍ଚଳରେ ମଶାଣି ଜମି ଜବରଦଖଲକୁ ନେଉ ଉତ୍ତେଜନା ଦେଖାଯାଇଛ। ଏ ନେଇ ଜୁଡ଼ାବାଡି ଗ୍ରାମ୍ୟ କମିଟି ପକ୍ଷରୁ ଗାଁ ଲୋକଙ୍କୁ ନେଇ ବୈଠକ କରାଯିବା ଓ ଜବରଦଖଲ ଉଚ୍ଛେଦ କରାଯିବାକୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସୋମବାର ସକାଳ ସମୟରେ ମଶାଣି ଜମିରେ ଏକତ୍ରିତ ହେବାକୁ କୁହାଯାଇଛି । ଫଳରେ ଘଟଣାକୁ ନେଇ ଗ୍ରାମ୍ୟକମିଟି ଗୁରୁତ୍ୱ ଦେଇଛି। ଜବରଦଖଲକାରୀ ଜମି ନ ଛାଡିଲେ ହୁଏତ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ଆଶଙ୍କା କରାଯାଇଛି ସେହିପରି ବୈଠକରେ ସମସ୍ତ ଜନସାଧାରଣ ଉପସ୍ଥିତ ରହିବାକୁ ବାଧ୍ୟ ବୋଲି ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri