ମେକ୍ସିକୋ ସହରର ପବ୍ଲିକ ମାର୍କେଟରେ ନିଆ ଲଗାଇଲେ ଅଜଣା ବନ୍ଧୁକଧାରି, ୯ ମୃତ

ଟୋଲୁକା,୧୧।୭: କେତେଜଣ ଅଜ୍ଞାତ ବନ୍ଧୁକଧାରୀ ସୋମବାର ମଧ୍ୟ ମେକ୍ସିକୋ ସହର ଟୋଲୁକାରେ ଏକ ସାର୍ବଜନିକ ବଜାରରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କୁହାଯାଉଛି କି ଆକ୍ରମଣକାରୀମାନେ ବଜାରରେ ପହଞ୍ଚିବା ମାତ୍ରେ ଗୁଳି ଚଳାଇଥିଲେ ଏବଂ ପରେ ନିଆଁ ଲଗାଇ ପଳାଇବା ପୂର୍ବରୁ ବଜାରର ଏକ ଜ୍ୱଳନ୍ତ ପଦାର୍ଥକୁ ସ୍ପ୍ରେ କରିଥିଲେ। ତେବେ ମୃତକଙ୍କ ମଧ୍ୟରୁ ତିନିଜଣଙ୍କର ବୟସ ୧୮ବର୍ଷରୁ କମ, କିନ୍ତୁ ଏପର୍ଯ୍ୟନ୍ତ ସେମାନଙ୍କୁ ଚିହ୍ନଟ କରାଯାଇ ନାହିଁ।
ମେକ୍ସିକୋ ସିଟିଠାରୁ ପ୍ରାୟ ୬୦ କିଲୋମିଟର ଦୂରରେ ଥିବା ଟୋଲୁକାରେ ହୋଇଥିବା ଆକ୍ରମଣ ପାଇଁ କେହି ନିଜକୁ ଦାୟୀ କରିନାହାଁନ୍ତି। ମେକ୍ସିକୋ ରାଜ୍ୟର ରାଜଧାନୀ ଟୋଲୁକା ପ୍ରାୟ ଏକ ନିୟୁତ ବାସିନ୍ଦାଙ୍କ ସହର ଏବଂ ଏହାକୁ ରାଜଧାନୀର ମହାନଗର ନିଗମର ଏକ ଅଂଶ ଭାବରେ ବିବେଚନା କରାଯାଏ, ଯେଉଁଠାରେ କିଛି ବାସିନ୍ଦା କାମ କରିବାକୁ ଯାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?