ରାଜଧାନୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଏବେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଯାହାକୁ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ସ୍ଥାନରେ ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ବିଏମ୍‌ସି ନିଷ୍ପତ୍ତି ନେଇଛି। ତେବେ ମାସ୍କ ପିନ୍ଧିବା ସହ ସାମାଜିକ ଦ୍ୱରତା ପାଳନ କରିବାକୁ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୭୫୭ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri