ଏକା ସାଙ୍ଗରେ ୮୩ ପିଲାଙ୍କ ବ୍ରତୋପନୟନ

କବିସୂର୍ଯ୍ୟନଗର,୨୧ା୪(ଡି.ଏନ୍‌.ଏ.): ନିଖିଳ ଉତ୍କଳ ଶୈବ ପାଞ୍ଚାଳ ବିଶ୍ୱ ବ୍ରାହ୍ମଣ ସମାଜ, ପୂର୍ବ ଖଣ୍ଡ ତାଲୁକା ପକ୍ଷରୁ କିଛି ବର୍ଷ ହେଲା ଗରିବ ବ୍ରାହ୍ମଣ ପିଲାଙ୍କ ସାମୁହିକ ବ୍ରତୋପନୟନ କାର୍ଯ୍ୟ ଜାରି ରହିଛି। କିଛି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗରେ ସଂଘ ଏହି କାର୍ଯ୍ୟକ୍ରମ କରୁଛି। କବିସୂର୍ଯ୍ୟନଗର ନିକଟ ମା’ ତାରାତାରିଣୀ ପୀଠରେ ୮୩ଜଣ ପିଲାଙ୍କ ବ୍ରତୋପନୟନ ସମ୍ପନ୍ନ କରାଯାଇଛି।

ପୂର୍ବଖଣ୍ଡ ସଭାପତି ଦଣ୍ଡପାଣି ଆଚାରୀ, କେନ୍ଦ୍ର ସଦସ୍ୟ ବି.କେଦାରନାଥ ଆଚାରୀ, ସମ୍ପାଦକ ଧର୍ମାରାଓ ଆଚାରୀ, ଉପସଭାପତି କେ.ରାଜକିଶୋର ଆଚାରୀ, କୋଷାଧ୍ୟକ୍ଷ ବି. ନାଗେଶ୍ୱର ଆଚାରୀ, ସହ ସମ୍ପାଦକ କୈଳାସ ଆଚାରୀ, ମହାସଂଘ ଉପସଭାପତି ଜି. ଶମ୍ବୁଲିଙ୍ଗମ ଆଚାରୀ, ରାଜଶେଖର ଆଚାରୀ, ସାନ୍ତନୁ ଆଚାରୀ, ଜେ. ଧର୍ମା ଆଚାରୀ ସମେତ ୧୫ତାଲୁକା ସଭାପତି,୧୫ ତାଲୁକା କେନ୍ଦ୍ର ସଦସ୍ୟ ଓ କେନ୍ଦ୍ର ମହାସଂଘ କମିଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri