ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ଆରମ୍ଭ, ବେଳାଭୂମି ସଫେଇ ପାଇଁ…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୁଦ୍ର ବେଳାଭୂମିରେ ଲକ୍ଷଲକ୍ଷ କଇଁଛ ଅଣ୍ଡାଦାନ କରିବେ ।ଏଥିପାଇଁ ଗଞ୍ଜାମ ଏସ୍‌ପିଙ୍କ ନିର୍ଦେଶ ଓ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇଙ୍କ ପରାମର୍ଶ କ୍ରମେ ଗଞ୍ଜାମ ଓ ରମ୍ଭା ଥାନା ଓ ହୁମା ଫାଣ୍ଡି ପୋଲିସ ପକ୍ଷରୁ ବଟେଶ୍ୱର ଓ ଗୋଖର କୁଦା ନିକଟସ୍ଥ ବେଳାଭୂମି ସଫେଇ କରାଯାଇଛି। ଏହି ସଫେଇରେ ବଟେଶ୍ୱର ଐତିହ୍ୟ ସରଂକ୍ଷଣ ପରିଚାଳନା କମିଟିର ଛଅ ଖଣ୍ଡ ଗ୍ରାମର ଯୁବ ଗୋଷ୍ଠୀ ଏହି ସଫେଇରେ ସାମିଲ ହୋଇଥିଲେ। ରମ୍ଭା ଥାନା ଆଇଆଇସି କୁମାର ମୁଦୁଲି, ଏଏସ୍‌ଆଇ ପ୍ରଶାନ୍ତ, ଉପଦେଷ୍ଟା ଦିଲ୍ଲୀପ କୁମାର ଛୋଟରାୟ, କାର୍ଯ୍ୟକାରୀ ସଭାପତି ଶିବା ପ୍ରସାଦ ସ୍ବାଇଁ, ଉପସଭାପତି ଶବର କୁମାର ତରାଇ, ସମ୍ପାଦକ ରଞ୍ଜିତ ପଲାଇଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଗୋଖରକୁଦା ବେଳାଭୂମି ସଫେଇରେ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର, ଏ ଏସଆଇ ସୁଦୀପ୍ତ କୁମାର ସାହୁ, ସୁପ୍ରଭା ସାହୁଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ, ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା…

ଜେଲ ଭିତରୁ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ଘଟଣା, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

ବଲାଙ୍ଗୀର,୧୫।୩(ସୁନିଲ କୁମାର ମହାନ୍ତି ): ଶନିବାର ବଲାଙ୍ଗୀର ଜେଲ ଭିତରେ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଏହି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ଜେଲ…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

ମଝି ପଡ଼ିଆରେ ସଲମାନ ଆଗାଙ୍କ ସହ ‘ଖେଳ’ ହୋଇଗଲା! ରନ-ଆଉଟକୁ ନେଇ ହାସ୍ୟାସ୍ପଦ ପୋଷ୍ଟ ଭାଇରାଲ

ରାଓ୍ବଲପିଣ୍ଡି,୧୫।୩: ବର୍ତ୍ତମାନ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳାଯାଉଛି। ସିରିଜର ଦ୍ୱିତୀୟ ମ୍ୟାଚରେ, ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସଲମାନ ଅଲି…

ପତ୍ନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ସ୍ବାମୀଙ୍କ ଆତ୍ମହତ୍ୟା, ଅନାଥ ହୋଇଗଲା ୨ ବର୍ଷର ଶିଶୁକନ୍ୟା 

ବାହାନଗା,୧୫।୩(ଅରୂପ କୁମାର ଦାସ):  ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ମହାରୁଦ୍ରପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସନ୍ଦେହ ଯୋଗୁ ଗୋଟିଏ ହସଖୁସିର ସଂସାର…

ନିର୍ବାଚନ ପୂର୍ବରୁ ମମତାଙ୍କ ମାଷ୍ଟରଷ୍ଟ୍ରୋକ୍‌, କଲେ ବଡ଼ ଘୋଷଣା

କୋଲକାତା,୧୫।୩: ପଶ୍ଚିମବଙ୍ଗ ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ମାଷ୍ଟରଷ୍ଟ୍ରୋକ୍‌ ମାରିଛନ୍ତି। ରବିବାର ଏକ ଘୋଷଣା କରି, ସେ କହିଛନ୍ତି ଯେ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

IRGCର ଧମକ: ‘ଜୀବିତ ଥିବା ଯାଏ ପିଛା କରିବୁ…, ସାରା ବିଶ୍ୱରେ ଚାଞ୍ଚଲ୍ୟ

ତେହେରାନ/ଜେରୁଜେଲମ,୧୫।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ମୋଡ଼ ନେଇଛି। ରବିବାର ଇରାନର ଶକ୍ତିଶାଳୀ ସେନା ‘ରିଭୋଲ୍ୟୁସନାରୀ ଗାର୍ଡସ’ (IRGC) ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri