ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ ହୋଇଥିଲା।

ସ୍ଥାନୀୟ ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଏହି ଆଦର୍ଶ ଗଣବିବାହରେ ହରଦୀପ ସିଂ ସସ୍ତ୍ରୀକ କନ୍ୟାପକ୍ଷ ମାତାପିତା ଏବଂ ଶ୍ରୀହରି ନାଗ ବରପକ୍ଷ ମାତାପିତା ଦାୟିତ୍ୱ ନିର୍ବାହ କରିଥିଲେ। କାର୍ଯ୍ୟକ୍ରମର ସଂସ୍ଥାପକ ପବିତ୍ର ଦେହେରୀଙ୍କ ସମେତ ଆମ୍ବେଦକର ଚାରିଟେବୁଲ ଟ୍ରଷ୍ଟ ଏବଂ ସମ୍ବିଧାନ ସୁରକ୍ଷା ମଞ୍ଚର କର୍ମକର୍ତ୍ତା ଏବଂ ସଦସ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ବରଗଡ଼ ନାଗରିକ ମଞ୍ଚ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ସଦସ୍ୟମାନେ ଉପସ୍ଥିତ ରହି ନବଦମ୍ପତିଙ୍କୁ ଆଶିିର୍ବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri