ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌ ଚଳାଇଛି। ଆକ୍ରମଣକାରୀ କିଏ ଓ କାରଣ କ’ଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।

ପୋଲିସ କହିଛି, ରବିବାର ସକାଳେ ଜୋହାନ୍ସବର୍ଗ ବାହାରେ ଏକ ବାର୍‌ରେ ଅଜଣା ବନ୍ଧୁକଧାରୀମାନେ ଗୁଳି ଚଳାଇବାରୁ ୧୦ ଜଣ ପ୍ରାଣ ହରାଇଛନ୍ତି। ଏହି ମାସରେ ଦକ୍ଷିଣ ଆଫ୍ରିକାରେ ଏହା ଦ୍ୱିତୀୟ ଗୁଳିକାଣ୍ଡ।

ପୋଲିସ ଏକ ବିବୃତ୍ତିରେ କହିଛି ଯେ, ଦୁଇଟି ଗାଡ଼ିରେ ଆକ୍ରମଣକାରୀମାନେ ଆସି ଗୁଳି ଚଳାଇଥିଲେ ଏବଂ ଘଟଣାସ୍ଥଳରୁ ପଳାଇବା ସମୟରେ ଆଖିବୁଜା ଗୁଳି ଚଳାଇଥିଲେ। ମୃତକଙ୍କ ମଧ୍ୟରେ ଏକ ଅନ୍‌ଲାଇନ କାର-ହେଲିଂ ସେବାର ଜଣେ ଡ୍ରାଇଭର ମଧ୍ୟ ଅଛନ୍ତି, ଯିଏ ବାର୍‌ ବାହାରେ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୬୫% ନବନିର୍ବାଚିତ ବିଧାୟକଙ୍କ ନାମରେ ଆପରାଧିକ ମାମଲା, ୬୧% କୋଟିପତି: ADR

ନୂଆଦିଲ୍ଲୀ,୮ା୫(ପି.ଟି.): ପଶ୍ଚିମବଙ୍ଗର ନବନିର୍ବାଚିତ ବିଧାୟକମାନଙ୍କ ମଧ୍ୟରୁ ୬୫%ଙ୍କ ନାମରେ ଆପରାଧିକ ମାମଲା ରହିଥିବା ନାମାଙ୍କନପତ୍ର ଦାଖଲ ବେଳେ ସେମାନେ ସତ୍ୟପାଠରେ ଦେଇଥିବା ଘୋଷଣାରୁ ଜଣାପଡ଼ିଛି। ପୂର୍ବ ନିର୍ବାଚନ…

୭୭ ବର୍ଷ ପରେ ବିକାଶର ନୂଆ ସୂର୍ଯ୍ୟୋଦୟ: କେନ୍ଦୁଗୁଡ଼ା-କନ୍ଦାଗୁଡ଼ା ଗ୍ରାମବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଥୁଆମୁଳ ରାମପୁର,୮।୫(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷ ପରେ ବି ଯେଉଁଠି ଶିକ୍ଷା, ସୱାସ୍ଥ୍ୟ ଓ ରାସ୍ତା ସାତସପନ ଥିଲା, ସେଠାରେ ଆଜି ବିକାଶର ନୂଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିଲା ବଡ଼ ଝଟକା, ଆମେରିକା କୋର୍ଟ କହିଲେ…

ଓ୍ବାଶିଂଟନ,୮।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରମୁଖ ଅର୍ଥନୈତିକ ନୀତିକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର, ଏକ ଫେଡେରାଲ କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା…

ହର୍ମୁଜରେ ଆମେରିକୀୟ ଜାହାଜ ଉପରେ ଗୁଳିମାଡ, ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ…

କିଏ ହେବେ ବଙ୍ଗଳାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଆଜି ଅମିତ ଶାହାଙ୍କ ସହ ଭାଜପା ବିଧାୟକମାନଙ୍କ ବୈଠକ ପରେ ନିଷ୍ପତ୍ତି

କୋଲକାତା,୮ା୫: ଶୁକ୍ରବାର ସକାଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କୋଲକାତାରେ ପହଞ୍ଚିଛନ୍ତି । ସେ ନବନିର୍ବାଚିତ ଭାଜପା ବିଧାୟକମାନଙ୍କ ସହିତ ଏକ ବୈଠକ କରିବେ । ସୂତ୍ର ଅନୁଯାୟୀ,…

ଇସ୍ତଫା ଦେବେ ଥଲାପତି ବିଜୟଙ୍କ ସମେତ ୧୦୮ ବିଧାୟକ ! ତାମିଲନାଡୁ ରାଜନୀତିରେ ହଟଚମଟ

ଚେନ୍ନାଇ,୮।୫: ତାମିଲନାଡୁରେ ଝୁଲା ବିଧାନସଭା ପରେ ସରକାର ଗଠନକୁ ନେଇ ସସ୍ପେନ୍ସ ଆହୁରି ଘନୀଭୂତ ହୋଇଛି। ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଜାଗା ଭେଟ୍ରି କାଝାଗମ (TVK) ରାଜ୍ୟପାଳଙ୍କ…

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ…

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ହୋଇଗଲା ମେଗା ଡିଲ୍‌, ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୮ା୫(ଅନୁରାଧା ମହାରଣା): ଗୁଜରାଟ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪୮,୩୩୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରତିଶ୍ରୁତି ସହ ଓଡ଼ିଶା ଫେରିଛନ୍ତି। ଅହମ୍ମଦାବାଦ, ମୁନ୍ଦ୍ରା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri