ଆଇଏସର ନରସଂହାର: ପନିପରିବା ସଂଗ୍ରହ କରିବାକୁ ଆସିଥିବା ୩୧ ଲୋକଙ୍କ ହତ୍ୟା…

ଦାମାସକସ,୧୭।୪ : ଇସଲାମିକ ଷ୍ଟେଟ (ଆଇଏସ) ଆତଙ୍କବାଦୀମାନେ ଋତୁକାଳୀନ ପନିପରିବା ଖୋଜୁଥିବାବେଳେ ହମା ଅଞ୍ଚଳରେ ୩୧ ଜଣଙ୍କୁ ହତ୍ୟା କରିଛନ୍ତି। ଅନ୍ୟ ଏକ ଘଟଣାରେ ସିରିଆର ମାନବିକ ଅଧିକାର ଅନୁଯାୟୀ ଚାରିଜଣ ମେଷପାଳକଙ୍କୁ ହତ୍ୟା କରାଯାଇଛି। ଅନ୍ୟ ଦୁଇଜଣଙ୍କୁ ଆଇଏସ ଜିହାଦୀମାନେ ଅପହରଣ କରି ନେଇଛନ୍ତି।

ମୃତକଙ୍କ ମଧ୍ୟରେ ୧୨ ଜଣ ସରକାରୀ ଯବାନ ଅଛନ୍ତି। ଏହି ଲୋକମାନେ ହାମା (କେନ୍ଦ୍ରୀୟ ସହର)ର ପୂର୍ବ ମରୁଭୂମିରେ ଋତୁକାଳୀନ ପନିପରିବା ସଂଗ୍ରହ କରୁଥିଲେ। ପୂର୍ବରୁ ଏହି ସଂଖ୍ୟାକୁ ୨୬ ବୋଲି କୁହାଯାଉଥିଲା।

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ବର୍ଷ ଧରି ସିରିଆରେ ଚାଲିଥିବା ଗୃହଯୁଦ୍ଧ ଯୋଗୁଁ ଲୋକମାନେ ଆର୍ଥିକ ସଙ୍କଟ ସହ ସଂଘର୍ଷ କରୁଛନ୍ତି। ଏଭଳି ପରିସ୍ଥିତିରେ ଲୋକଙ୍କୁ ଋତୁକାଳୀନ ପନିପରିବା ରୋଜଗାର କରିବାରେ ସାହାଯ୍ୟ କରୁଛି। ଏହି ଋତୁତୁକାଳୀନ ପନିପରିବାର ମୂଲ୍ୟ ବହୁତ ଅଧିକ। ଅନ୍ୟପକ୍ଷରେ, ପୃଥିବୀର ମଧ୍ୟ ପୂର୍ବରେ ଅବସ୍ଥିତ ସିରିଆରେ ଇସଲାମିକ ଷ୍ଟେଟ ଗୋଷ୍ଠୀର ଆତଙ୍କବାଦୀମାନେ ଆଜିକାଲି ମରୁଭୂମିରେ ଏଭଳି ଋତୁକାଳୀନ ପନିପରିବା ସଂଗ୍ରହ କରୁଥିବା କୃଷକମାନଙ୍କୁ ଟାର୍ଗେଟ କରୁଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନିକଟରେ ଆଇଏସ ଆତଙ୍କବାଦୀମାନେ ୧୫ ଜଣ ଚାଷୀଙ୍କୁ ଗଳା କାଟି ହତ୍ୟା କରିଥିଲେ।

ସିରିଆର ମାନବ ଅଧିକାର ସଂସ୍ଥରା ଅନୁଯାୟୀ ଫେବୃଆରୀରୁ ଅତିକମରେ ୧୫୦ ଋତୁକାଳୀନ ପନିପରିବା ସଂଗ୍ରହ କରୁଥିବା ଚାଷୀ ନିଖୋଜ ଅଛନ୍ତି। ଅନେକ କୃଷକ ଋତୁକାଳୀନ ପନିପରିବା ସଂଗ୍ରହ କରୁଥିବାବେଳେ ଆଇଏସ ଆତଙ୍କବାଦୀଙ୍କ ଗୁଳିର ଶିକାର ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri