ନେତାନ୍ୟାହୁଙ୍କ ଘର ଉପରେ ବଡ଼ ଆକ୍ରମଣ, ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ କହିଦେଲେ ସାଂଘାତିକ କଥା

ଜେରାଜୁଲମ,୧୭।୧୧:ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ହତ୍ୟା ଉଦ୍ୟମ। ତାଙ୍କ ଘର ଉପରକୁ ହୋଇଛି ବଡ଼ ଆକ୍ରମଣ। ବୋମା ମାଡ କଲା ହେଜବୁଲ୍ଲା। ଆତଙ୍କବାଦୀ ସଙ୍ଗଠନ ହେଜବୁଲ୍ଲା ଦ୍ୱାରା ଶୁକ୍ରବାର ଦୁଇଟି ବୋମା ମାଡ କରାଯାଇଛି। ନେତାନ୍ୟାହୁଙ୍କ ଘର ପାଖରେ ସ୍ଥିତ କେସରିୟା ଅଞ୍ଚଳରେ ଏହି ବୋମା ମାଡ ହୋଇଛି। ଏନେଇ ସୁରକ୍ଷା ସେବା ଶନିବାର ସୂଚନା ଦେଇଛି।

ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ଥିବା ବଗିଚାରେ ଦୁଇଟି ବିସ୍ଫୋରଣ ଘଟିଛି ବୋଲି ପୋଲିସ ଏବଂ ସିନ ବେଟ ଆଭ୍ୟନ୍ତରୀଣ ସୁରକ୍ଷା ଏଜେନ୍ସି ମିଳିତ ବିବୃତ୍ତିରେ କହିଛନ୍ତି। ତେବେ ଘଟଣା ସମୟରେ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ଘରେ ନ ଥିଲେ। ଏହି ଘଟଣାରେ ତଦନ୍ତ ଆରମ୍ଭ ହୋଇଛି।

ସୂଚନାଥାଉ କି, ଗତ ମାସ ଅକ୍ଟୋବର ୧୯ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବାସଭବନ ଉପରକୁ ଡ୍ରୋନ ଆକ୍ରମଣ ହୋଇଥିଲା। ଏଥିପାଇଁ ହେଜବୁଲ୍ଲା ନିଜକୁ ଦାୟୀ କରିଥିଲା। ଏହା ପରେ ହେଜବୁଲ୍ଲା ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ କରିଥିଲେ ନେତାନ୍ୟାହୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri