ଗୋଦାମରେ ବଡ଼ ଧରଣର ବିସ୍ଫୋରଣ: ୭୮ରୁ ଅଧିକ ମୃତ, ୪ ହଜାରରୁ ଅଧିକ ଆହତ

ବେରୁଟ, ୫।୮: ଲେବାନନ୍‌ର ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ହସନ ଦିଆବ ବୁଧବାରକୁ ରାଷ୍ଟ୍ରୀୟ ଶୋକ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି। ଏକ ଗୋଦାମରେ ବିସ୍ଫୋରଣ ହେବାରୁ ଏଭଳି ଘଟିଥିବା କୁହାଯାଉଛି। ଗୋଦାମରେ ଥିବା ୨୭୫୦ ଟନ୍‌ ଏମୋନିୟମ୍‌ ନାଇଟ୍ରେଟ୍‌ରେ ବିସ୍ଫୋରଣ ଘଟିବାରୁ ଏଭପରି ସ୍ଥିତି ସୃଷ୍ଟି ହୋଇଛି। ଏହି ପ୍ରଚଣ୍ଡ ବିସ୍ଫୋରଣ ଯୋଗୁ ୨୪୦ କିମି ପର୍ଯ୍ୟନ୍ତ ଥରି ଉଠିଥିବା କୁହାଯାଉଛି। ଏମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମରେ ୬ ବର୍ଷ ଧରି ପଡ଼ି ରହିଥିଲା। ଏହାର ସୁରକ୍ଷା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଦେଶରେ ୨ ସପ୍ତାହ ଲାଗି ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ସେନ୍‌ସର ଖୋଜିବ ଜଳ

ଓ୍ବାଶିଂଟନ୍‌, ୨ା୧୧: ଚନ୍ଦ୍ରପୃଷ୍ଠରେ ଜୀବସତ୍ତାର ସନ୍ଧାନ ନେଇ ବହୁବର୍ଷ ଧରି ନାସା (ନ୍ୟାଶନାଲ ଏରୋନେଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ୍‌)ର ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ଚନ୍ଦ୍ର...

ଡୋଭାଲ-ବ୍ଲିଙ୍କନ ଭେଟ…

ଓ୍ବାଶିଂଟନ,୨।୨ : ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ବିଶ୍ୱସ୍ତରୀୟ ଏବଂ ଆଞ୍ଚଳିକ...

ନୂଆ ବର୍ଷରେ ସମ୍ପର୍କିୟଙ୍କ ସହ ଯୋଗାଯୋଗ କରୁଥିବା ତିବ୍ୱତୀୟମାନଙ୍କୁ ଚାଇନା ଦେଉଛି ଦଣ୍ଡ

ବେଜିଂ,୨୭ ।୨: ବିବ୍ୱତରୁ ବୌଦ୍ଧ ସଂସ୍କୃତିକୁ ହଟାଇବାକୁ ଚାଇନା କ୍ରମାଗତ ଭାବେ ଦମନ ଓ ନିର୍ଯ୍ୟାତନା ଜାରି ରଖିଛି । ଗତ ସପ୍ତାହରେ ଫେବୃୟାରୀ ୨୧-୨୩...

ପାକିସ୍ତାନରେ ଗୃହ ଯୁଦ୍ଧ ପରିସ୍ଥିତି , ୫୦ ଲକ୍ଷ କୋଟି ଋଣ, ପ୍ରାକୃତିକ ବିପର୍ଯ୍ୟୟ ପରେ ଅଣ୍ଟା ଭାଙ୍ଗିଦେଉଛି ବର୍ଦ୍ଧିତ ଦରଦାମ

ଇସଲାମାବାଦ,୪ ।୯: ପାକିସ୍ତାନରେ ୪୭ ବର୍ଷ ମଧ୍ୟରେ ଏବେ ସବୁଠାରୁ ଭୟଙ୍କର ବନ୍ୟା ଆସିଛି । ରିପୋର୍ଟରେ କୁହଯାଇଛି କି ଦେଶର ଏକ ତୃତିୟାଂଶ ଭାଗ...

ବେଜିଂରୁ ହଟାଯିବ ମୁସଲମାନଙ୍କ ସମସ୍ତ ପ୍ରତୀକ

ବେଜିଂ,୧।୮: ଚାଇନାର ରାଜଧାନୀ ବେଜିଂରୁ ଏଣିକି ମୁସଲମାନଙ୍କ ସମସ୍ତ ପ୍ରତୀକକୁ ହଟାଯିବ ବୋଲି ଚାଇନା ସରକାର ନିର୍ଦ୍ଦେଶ ଦେଇଛନ୍ତି। ହଲାଲ ରେସ୍ତୋରାଁଠାରୁ ଆରମ୍ଭ କରି ଫୁଡ...

ଭେଣ୍ଟିଲେଟରରେ ଥିଲେ ସ୍ବାମୀ, ସ୍ତ୍ରୀ ଦେଲେ ଏମିତି ଉପହାର ଯାହା ଜାଣି ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଛି। ଏହି ମହାମାରୀ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଲାଣି। କରୋନାରେ ସମ୍ପର୍କୀୟଙ୍କୁ ହରାଇ ଅନେକ ଲୋକ...

ଆଣବିକ ଯୁଦ୍ଧ ଧମକ ଦେଲା ରୁଷିଆ

କ୍ୱିଭ୍‌/ମସ୍କୋ,୩ା୩: ୟୁକ୍ରେନ୍‌ ଆକ୍ରମଣକୁ ସପ୍ତାହେ ବିତିଥିଲେ ହେଁ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ନିର୍ବାଚିତ ସରକାରକୁ ରୁଷିଆ ହଟାଇପାରି ନାହିଁ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଶକ୍ତିଶାଳୀ...

ଚତୁର୍ଥ ଥର ରାଷ୍ଟ୍ରପତି ହେଲେ ଅସାଦ

ଡମାସକସ୍‌, ୧୮ା୭: ଯୁଦ୍ଧ ପ୍ରଭାବିତ ସିରିଆର ରାଷ୍ଟ୍ରପତି ଭାବେ ଚତୁର୍ଥ ଥର ପାଇଁ ଶନିବାର ଶପଥ ଗ୍ରହଣ କରିଛନ୍ତି ବଶାର ଅଲ୍‌ ଅସାଦ। ଗତ ମେ’ରେ...

Advertisement
Archives

Model This Week