Posted inଜାତୀୟ

ବାଣ କାରଖାନାରେ ଶ୍ରମିକମାନେ କରୁଥିଲେ କାମ: ଘଟିଲା ଭୟଙ୍କର ବିସ୍ଫୋରଣ

ଚଣ୍ଡିଗଡ଼,୨୮ା୯: ହରିୟାଣାର ସୋନିପତ୍‌ ଜିଲାରେ ଥିବା ଏକ ବେଆଇନ ବାଣ କାରଖାନାରେ ଶନିବାର ବିସ୍ଫୋରଣ ଘଟି ୨ ମହିଳା ଓ ଜଣେ ପିଲାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୯ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ରୋହତକ୍‌ର ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ବେଳେ କାରଖାନାରେ ଶ୍ରମିକଙ୍କ ସମେତ ସେମାନଙ୍କର କେତେଜଣ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ବାଣ ପାଇଁ ରଖାଯାଇଥିବା ବାରୁଦରେ ନିଆଁ ଲାଗିଯିବାରୁ ବିସ୍ଫୋରଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri